ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୫ ହଜାର ଉପରେ ରହିଛି। ଏହା ୫,୪୩୧ ରହିଛି। ଗୋଟିଏ ଦିନ ତଳେ ଏହା ୪,୪୯୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୬ ହଜାର ୩୪୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୬ ହଜାର ୨୧୬ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୨୯୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୫ ହଜାର ୬୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୪୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୫୩ ହଜାର ୪୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୭୮ ହଜାର ୨୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୨ ହଜାର ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri