Posted inଜାତୀୟ

ସକ୍ରିୟ ମାମଲା-ଦୈନିକ ସଂକ୍ରମଣରେ ବ୍ରେକ୍‌ …

ନୂଆଦିଲ୍ଲୀ, ୧୫।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି୨ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୨୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ୬୭ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୨ ହଜାର ୧୪୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୮୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୨୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୯୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୩ ହଜାର ୧୮୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୯ ହଜାର ୨୨୬ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri