କାନ୍ଥ କଣାକରି ଗହଣା ଦୋକାନରୁ ଚୋରି

ବ୍ରହ୍ମପୁର, ୪।୯(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଟାଟାବେଂଜ଼ ଛକରେ ଥିବା ଏକ ଗହଣା ଦୋକାନରେ ବଡଧରଣର ଚୋରି ହୋଇଛି। ପୋଲିସ ପହଞ୍ଚି ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କରୁଛି। ଦୋକାନ ମାଲିକ ଜେ. ଶ୍ରୀଧର ପ୍ରତିଦିନ ଭଳି ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଦୋକାନ ସଟର ଖୋଲି ଭିତରକୁ ଯାଇଥିଲେ। ହେଲେ ସେଠାରେ ଗ୍ରାହକଙ୍କୁ ଦେଖାଇବା ପାଇଁ ରହିଥିବା ସୁନା ଗହଣା ଓ ୫୦ କେଜି ରୁପା ଓ ଟଙ୍କା ଗାୟବ ଥିଲା। ଏନେଇ ସେ ପୋଲିସକୁ ଜଣାଇଥିଲେ।

ସିସିଟିଭି ଫୁଟେଜରୁ ଦୁଇଜଣ ଯୁବକ ଦୋକାନ ପଛପଟରେ ଥିବା ଗଳିରେ ପଶି ଅବ୍ୟବହୃତ ହୋଇପଡିଥିବା ଘର ଭିତରେ ପଶିଥିଲେ ପରେ ଉକ୍ତ ଘର ଓ ସୁନା ଦୋକାନର କାନ୍ଥ କଣା କରି ସୁନା ଗହଣା ଚୋରି କରି ନେଇଥିବା ଜଣାପଡିଛି। ଦୋକାନ ଭିତରେ ଥିବା ସିସି କେମେରା ଗୁଡିକରେ ସେମାନେ କୌଣସି ସ୍ପ୍ରେ କରି ଦେଇଥିବା ପୋଲିସ ଦେଖିବାକୁ ପାଇଛି। ଅନ୍ୟପଟେ ପୋଲିସ ଏକ ହାର୍ଡଡିସ୍କ ଜବତ କରି ତଦନ୍ତ କରୁଛି। ଉକ୍ତ ଦୋକାନରୁ ପ୍ରାୟ ୬୦ଲକ୍ଷ ଟଙ୍କାର ସୁନା ଗହଣା, ରୁପା ଅଳଙ୍କାର ଚୋରି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri