Posted inଜାତୀୟ

ବିବାଦୀୟ ଟ୍ରେନିଂ ଆଇଏଏସ୍‌ ପୂଜା ଖେଡ୍‌କରଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୧୬।୭: ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଟ୍ରେନିଂ ଆଇଏସ୍‌ ଅଧିକାରୀ ପୂଜା ଖେଡ୍‌କରଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୟୁପିଏସ୍‌ସିର ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଦିବ୍ୟାଙ୍ଗ ପ୍ରମାଣପତ୍ରରେ ଜାଲିଆତି କରିଥିବା ଅଭିଯୋଗ ଆସିବା ପରେ ତାଙ୍କ ଟ୍ରେନିଂକୁ ସ୍ଥଗିତ କରିଦିଆଯାଇଛି। ତାଙ୍କୁ ମହାରାଷ୍ଟ୍ରର ଡିଷ୍ଟ୍ରିଟ୍‌ ଟ୍ରେନିଂ ପ୍ରୋଗ୍ରାମରୁ ବାଦ୍‌ ଦିଆଯିବା ସହ ତୁରନ୍ତ ମସୁରୀ ଟ୍ରେନିଂ ଏକାଡେମୀରେ ହାଜର ହେବାକୁ କୁହାଯାଉଛି।

ମହାରାଷ୍ଟ୍ର ସରକାରଙ୍କ ଆଡ଼ଶିନାଲ ଚିଫ୍‌ ସେକ୍ରେଟେରୀ ପୂଜାଙ୍କୁ ଚିଠି ଲେଖି ତାଙ୍କୁ ଓ୍ବାଶିମ ଜିଲାରୁ ଫେରିଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୩ ଜୁଲାଇ ସୁଦ୍ଧା ପୂଜାଙ୍କୁ ମସୁରୀ ଟ୍ରେନିଂ ଏକାଡେମୀରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ପୂଜା ପୁଣେର ଆସିଷ୍ଟାଣ୍ଟ କଲେକ୍ଟର ଭାବେ ଯୋଗଦେବା ପୂର୍ବରୁ ସରକାରୀ ଗାଡ଼ି, ଭିଆଇପି ନମ୍ବର ପ୍ଲେଟ୍‌, ରହିବା ପାଇଁ ଘର, ପର୍ଯ୍ୟାପ୍ତ ଷ୍ଟାଫ୍‌ ଓ ଜଣେ କନ୍‌ଷ୍ଟେବଳ ଦାବି କରି ବିବାଦ ଘେରକୁ ଆସିଥିଲେ। କ୍ଷମତାର ଏପରି ଅପବ୍ୟବହାର ଯୋଗୁ ପୂର୍ବରୁ ତାଙ୍କୁ ପୂର୍ବରୁ ଓ୍ବାଶିମ୍‌ ଜିଲାର ଆସିଷ୍ଟାଣ୍ଟ କଲେକ୍ଟର ଭାବେ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri