ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୬ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର ୯୮୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୯୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୬ ହଜାର ୭୬୬ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୬୮୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୧ କୋଟି ୩୭ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୩୦ ହଜାର ୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଭିଡ଼ ଏବଂ ମାର୍ଗଦର୍ଶିକା ପାଳନ ନ କରୁଥିବା ଲୋକଙ୍କ ନେଲ ସରକାର ବେଶ୍‌ ଚିନ୍ତିତ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri