ସ୍ତନ କର୍କଟ ସଚେତନତା: ସ୍ତନ ଯନ୍ତ୍ରଣାକୁ ହେୟଜ୍ଞାନ କରନ୍ତୁ ନାହିଁ

କଟକ ଅଫିସ,୧୧ା୧୦: ଅକ୍ଟୋବର ମାସକୁ ସ୍ତନ କର୍କଟ ସଚେତନତା ମାସ ଭାବେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ରୋଟାରୀ କ୍ଲବ ଅଫ୍‌ କଟକ ଗୋଲ୍ଡେନ ଷ୍ଟାର୍‌, ରୋଟାରୀ କ୍ଲବ ଅଫ୍‌ କଟକ ମହାନଦୀ ଏବଂ ଆଓ୍ବେକେନ ସାମାଜିକ ସଂଗଠନ ମିଳିତ ଭାବେ ଏକ ସାଇକେଲ ରାଲିର ଆୟୋଜନ କରିଥିଲେ। କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଇ ୨୫ ଜଣ ସଦସ୍ୟ ଡିୟର ପାର୍କ ନିକଟରୁ ସକାଳ ୬.୧୫ରେ ସାଇକେଲରେ ବାହାରି କିଲା ପଡ଼ିଆ ପର୍ଯ୍ୟନ୍ତ ଯାତ୍ରା କରିଥିଲେ। ସାଇକେଲ ରାଲି କରି ଏହି ସଂଗଠନ ପ୍ରଦୂଷଣ ମୁକ୍ତ ସମାଜ ତଥା ସ୍ତନ କର୍କଟ ପାଇଁ ସଚେତନତା ବାର୍ତ୍ତା ସମାଜକୁ ଦେଇଛନ୍ତି। ସ୍ତନ କର୍କଟ ପ୍ରତି ଲୋକଙ୍କ ମନରେ ଥିବା ଭୟ ଏବଂ ହେୟ ଜ୍ଞାନକୁ ଦୂର କରିବା ଏହି ରାଲିର ମୂଳ ଲକ୍ଷ୍ୟ ଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ସୁପରିଚିତ କର୍କଟ ରୋଗ ବିଶେଷଜ୍ଞ କ୍ଷିତିଶ ଚନ୍ଦ୍ର ମିଶ୍ର ଏବଂ ରୋଟାରୀ କ୍ଲବର ଜିଲା ସଭାପତି (ଡିଜି) ଆଇନଜୀବୀ ସୌମ୍ୟ ରଞ୍ଜନ ମିଶ୍ର ଯୋଗ ଦେବା ସହ ଡା. ମିଶ୍ର ସ୍ତନ କର୍କଟ ବିଷୟରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri