ସ୍ତନ କର୍କଟ ସଚେତନତା: ସ୍ତନ ଯନ୍ତ୍ରଣାକୁ ହେୟଜ୍ଞାନ କରନ୍ତୁ ନାହିଁ

କଟକ ଅଫିସ,୧୧ା୧୦: ଅକ୍ଟୋବର ମାସକୁ ସ୍ତନ କର୍କଟ ସଚେତନତା ମାସ ଭାବେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ରୋଟାରୀ କ୍ଲବ ଅଫ୍‌ କଟକ ଗୋଲ୍ଡେନ ଷ୍ଟାର୍‌, ରୋଟାରୀ କ୍ଲବ ଅଫ୍‌ କଟକ ମହାନଦୀ ଏବଂ ଆଓ୍ବେକେନ ସାମାଜିକ ସଂଗଠନ ମିଳିତ ଭାବେ ଏକ ସାଇକେଲ ରାଲିର ଆୟୋଜନ କରିଥିଲେ। କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଇ ୨୫ ଜଣ ସଦସ୍ୟ ଡିୟର ପାର୍କ ନିକଟରୁ ସକାଳ ୬.୧୫ରେ ସାଇକେଲରେ ବାହାରି କିଲା ପଡ଼ିଆ ପର୍ଯ୍ୟନ୍ତ ଯାତ୍ରା କରିଥିଲେ। ସାଇକେଲ ରାଲି କରି ଏହି ସଂଗଠନ ପ୍ରଦୂଷଣ ମୁକ୍ତ ସମାଜ ତଥା ସ୍ତନ କର୍କଟ ପାଇଁ ସଚେତନତା ବାର୍ତ୍ତା ସମାଜକୁ ଦେଇଛନ୍ତି। ସ୍ତନ କର୍କଟ ପ୍ରତି ଲୋକଙ୍କ ମନରେ ଥିବା ଭୟ ଏବଂ ହେୟ ଜ୍ଞାନକୁ ଦୂର କରିବା ଏହି ରାଲିର ମୂଳ ଲକ୍ଷ୍ୟ ଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ସୁପରିଚିତ କର୍କଟ ରୋଗ ବିଶେଷଜ୍ଞ କ୍ଷିତିଶ ଚନ୍ଦ୍ର ମିଶ୍ର ଏବଂ ରୋଟାରୀ କ୍ଲବର ଜିଲା ସଭାପତି (ଡିଜି) ଆଇନଜୀବୀ ସୌମ୍ୟ ରଞ୍ଜନ ମିଶ୍ର ଯୋଗ ଦେବା ସହ ଡା. ମିଶ୍ର ସ୍ତନ କର୍କଟ ବିଷୟରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ

ଠାକୁରମୁଣ୍ଡା,୨୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ଘୋଷଦା ଗ୍ରାମରେ ଥିବା ମା’ ଅମ୍ବିକା ଏଲ.ଏମ.ବାଳିକା ଉଚ୍ଚ ବିଦ୍ୟାଳୟରେ ରବିବାର ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ...

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି।...

ପଞ୍ଚକ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ, ୧୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ବଡ଼ ଏକାଦଶୀ ସୋମବାରଠାରୁ ପଞ୍ଚକ ଆରମ୍ଭ ହେଉଛି। ପଞ୍ଚକ ୫ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ...

ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

ହିନ୍ଦୋଳ,୧୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ...

କରୋନା ସ୍ଥିତି ସମୀକ୍ଷା, ହାଟବଜାର ପରିଦର୍ଶନ କଲେ ଉପଜିଲାପାଳ

ବିଜେପୁର, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ଚାରିଆଡ଼େ ଭୟର ବାତାବରଣ ଖେଳିଯାଇଛି। ଏହାକୁ ପ୍ରତିହତ କରିବାର ଏକମାତ୍ର ମାଧ୍ୟମ ହେଲା ଜନଗହଳିରୁ ଦୂରେଇ ରହିବା। ଏହି କ୍ରମରେ...

ସ୍ବର୍ଗଦ୍ୱାରରେ ମନମୋହନ ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୧୪ା୧: ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କର ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିଲା। ମଙ୍ଗଳବାର ସ୍ବର୍ଗଦ୍ୱାରରେ...

ପଲିଥିନ୍‌ ଧରପଗଡ଼ ଜୋରଦାର, ଜରିମାନା ଆଦାୟ

ବୁଗୁଡ଼ା,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରରେ ପଲିଥିନ ଧରପଗଡ଼ ଜୋରଦାର ହୋଇଛି। ସ୍ଥାନୀୟ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମୀରଞ୍ଜନ ଦାସଙ୍କ...

ପୋତି ହେଲାଣି ସାଗର

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜତ୍ୱ ସମୟରେ ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଅନେକ ସାଗର ପ୍ରତିଷ୍ଠା ହୋଇଥିଲା। ଯାହାକୁ ନେଇ ଏହି ସହର ଦିନେ ସାଗରର ସହରଭାବେ...

Advertisement
Archives

Model This Week