ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ହେଲ୍ଥ ବ୍ରାଣ୍ଡ୍ ସିପ୍ଲାର ନୂତନ ଅଭିଯାନ ‘ବ୍ରେଥ୍ ଫ୍ରି ମନ୍ସୁନ୍ ଯାତ୍ରା’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ବର୍ଷାଋତୁ ଆସିବା ସହ ଏହା ଆମର ଶ୍ୱାସକ୍ରିୟା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ଆହ୍ବାନ ସୃଷ୍ଟି କରିଥାଏ। ଏପରିକି ବର୍ଦ୍ଧିତ ଆର୍ଦ୍ରତା ଓ ଓଦାପଣ ଫୁସ୍ଫୁସର ସ୍ଥିତିକୁ ଖରାପ କରିପାରେ ବୋଲି ଆକଳନ କରାଯାଉଛି। ବର୍ଷର ଏଭଳି ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ଜରୁରୀ ହୋଇଥାଏ। ସେହିଭଳି ଲୋକମାନଙ୍କୁ ନିଜର ଶ୍ୱାସକ୍ରିୟା ବା ରେସ୍ପିରେଟୋରି ସ୍ବାସ୍ଥ୍ୟକୁ ଭଲ ଭାବେ ବୁଝିବାରେ ସାହାଯ୍ୟ କରିବା ଲକ୍ଷ୍ୟ ସହିତ ଏହି ଯାତ୍ରା ଆଜ୍ମା ଓ ସିଓପିଡି ଭଳି ଗମ୍ଭୀର ଫୁସ୍ଫୁସ୍ ରୋଗ ପାଇଁ ସ୍କ୍ରିନିଙ୍ଗ୍ ଲାଗି ବର୍ଦ୍ଧିତ ପହଞ୍ଚ ପ୍ରଦାନ କରୁଛି। ଏ ସମ୍ପର୍କରେ ଡା. ଉପତ୍ଳ କୁମାର ନନ୍ଦୀ କହିଛନ୍ତି, ମୌସୁମୀ ଆର୍ଦ୍ରତା, ମୋଲ୍ଡ, ଥଣ୍ଡା ପବନ ଓ ଭାଇରାଲ ଇନ୍ଫେକ୍ସନର ସମେତ ଅନେକ ବିପଦ ଆଣିଥାଏ। ଏଭଳି କାରକଗୁଡିକ ଯେକୌଣସି ବ୍ୟକ୍ତିଙ୍କ ରେସ୍ପିରେଟୋରି ସ୍ବାସ୍ଥ୍ୟକୁ ପ୍ରଭାବିତ କରିପାରେ ବୋଲି ଆକଳନ କରାଯାଉଛି।
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
ଓରାକଲ୍ରୁ ଆମାଜନ୍ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ
ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…
ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…
ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…
ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..
ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…
୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…
ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…
ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…
ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…
Archives

