Posted inଖେଳ

ବିଦାୟ ନେବ ଏମିତି: କ୍ୟାରିୟରର ଶେଷ ମ୍ୟାଚ୍‌ରେ ଏମିତି କରିଥିଲେ ଧମାକା

ଜଣେ ଖେଳାଳି ପାଇଁ ତା କ୍ୟାରିୟରର ପ୍ରଥମ ଏବଂ ଶେଷ ମ୍ୟାଚ୍‌ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କ୍ରିକେଟରେ ଡେବ୍ୟୁ କରିଥିବା ଖେଳାଳି ତାଙ୍କର ପ୍ରଥମ ଏବଂ ଶେଷ ମ୍ୟାଚ୍‌ ସ୍ମରଣୀୟ କରିବାକୁ ଚାହାନ୍ତି। କେତେକ ଖେଳାଳି ନିଜର ପ୍ରଥମ ମ୍ୟାଚ୍‌ରେ ଶହେ ରନ୍‌କରି କିମ୍ବା ଅଧିକ ଓ୍ବିକେଟ ନେଇ ନିଜର ପରିଚୟ ସୃଷ୍ଟି କରିଥାଏ। କେହି କେହି ବିଦାୟ ମ୍ୟାଚ୍‌ରେ ଏପରି କରି ସୁନ୍ଦର ବିଦାୟ ନେଇଥାନ୍ତି। ଏମିତି ଜଣେ ଖେଳାଳି ହେଲେ ନ୍ୟୁଜଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକକୁଲମ୍‌। ମ୍ୟାକକୁଲମ ନିଜର ବ୍ୟାଟିଂ ପାଇଁ ବେସ୍‌ ପରିଚିତ। କ୍ୟାରିୟରରେ ସେ ବହୁତ ବିସ୍ଫୋରକ ଇନିଂସ ଖେଳିଛନ୍ତି। କିନ୍ତୁ କ୍ୟାରିୟରର ଶେଷ ଟେଷ୍ଟ ମ୍ୟାଚରେ ଖେଳିଥିବା ଇନିଂସକୁ ସମସ୍ତେ ମନେ ରଖିବେ। କାରଣ ମ୍ୟାକକୁଲମ ଶେଷ ଟେଷ୍ଟ ମ୍ୟାଚ୍‌ରେ ଦ୍ରୁତତମ ଟେଷ୍ଟ ଶତକ ନିଜ ନାମରେ କରିଥିଲେ। ସେ ଏହି ମ୍ୟାଚ୍‌ରେ ୭୯ ବଲରେ ୧୪୫ ରନ୍‌ କରିଥିଲେ।
ଫେବୃଆରୀ ୨୦୧୬ ରେ ସେ ଶେଷ ଟେଷ୍ଟ ମ୍ୟାଚ ଖେଳିଥିଲେ। ସେ ଅଷ୍ଟ୍ରେଲିଆର ଖ୍ରୀଷ୍ଟଚର୍ଚ ବିପକ୍ଷରେ ୫୪ ବଲରେ ଶତକ ହାସଲ କରି ପାକିସ୍ତାନର ମିସବା-ଉଲ-ହକ ଏବଂ ଭିଭ ରିଚାର୍ଡସଙ୍କ ରେକର୍ଡ ଭାଙ୍ଗିଥିଲେ। ଉଭୟ ୫୬-୫୬ ବଲରେ ଟେଷ୍ଟ ଶତକ ହାସଲ କରିଥିଲେ। ଏହି ଅବସରରେ ୨୧ଟି ଚୌକା ଏବଂ ୬ଟି ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri