ପଶ୍ଚିମ ଏସିଆରେ ବଢୁଥିବା ବିବାଦ ମଧ୍ୟରେ ବୃଦ୍ଧି ପାଇଲା ଅଶୋଧିତ ତୈଳ ଦର, ୯୩ ଡଲାରରେ ପହଞ୍ଚିଲା ପ୍ରତି ବ୍ୟାରେଲ

ନୂଆଦିଲ୍ଲୀ ୧୮।୧୦: ପଶ୍ଚିମ ଏସିଆରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଭୀଷଣ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ ବଢୁଥିବା ବିବାଦକୁ ନଜରରେ ରଖି ବିଶ୍ୱ ବଜାରରେ ଅଶୋଧିତ ତୈଳର ମୂଲ୍ୟ ପ୍ରତି ବ୍ୟାରେଲ ୩.୩୬ ପ୍ରତିଶତ ବୃଧି ପାଇଁ ୯୩ ଡଲାରରେ ପହଞ୍ଚିଛି।

ଗାଜାର ହସପିଟାଲରେ ବିସ୍ପୋରଣ ପରେ ପଶ୍ଚିମ ଏସିଆ ଏବଂ ସମ୍ପୂର୍ଣ୍ଣ ମଧ୍ୟପ୍ରାଚ୍ୟରେ ସଙ୍କଟ ବୃଦ୍ଧି ପାଇଛି। ବର୍ତ୍ତମାନ ଏହି ଆଶଙ୍କା ବଢି ଯାଇଛି ଯେ, ଏହି ଯୁଦ୍ଧ ଇସ୍ରାଏଲ ଏବଂ ହମାସ ଠାରୁ ଆରବ ଦେଶ ଆଡକୁ ବ୍ୟାପିପାରେ। ଯେଉଁଥିପାଇଁ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ପାଉଛି।

ତେବେ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ଭାରତ ପାଇଁ ସମସ୍ୟା ସୃଷ୍ଟି କରିପାରେ। ଭାରତ ଏହାର ଆବଶ୍ୟକ ଇନ୍ଧନର ୮୦ ପ୍ରତିଶତ ଆମଦନୀ ଦ୍ୱାରା ଭରଣା କରିଥାଏ। ବର୍ତ୍ତମାନ ଭାରତୀୟ ଟଙ୍କା ଗୋଟେ ପଟେ ଡଲାର ତୁଳନାରେ ଦୁର୍ବଳ ହୋଇ ୮୩.୨୭ ଟଙ୍କାରେ ପହଞ୍ଚିଥିବା ବେଳେ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ସରକାରୀ ତୈଳ କମ୍ପାନୀ ଗୁଡିକୁ ବଡ ଝଟକା ଲାଗିପାରେ। କାରଣ ଏବେ ଭାରତୀୟ କମ୍ପାନୀ ଗୁଡିକୁ ଅଧିକ ଟଙ୍କା ବ୍ୟୟ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri