Posted inଖେଳ

ଅନୁଷ୍କା ଓ ବିରାଟଙ୍କ ଘରକୁ ଆସିବାକୁ ଥିବା କୁନି ଅତିଥିଙ୍କ ଲାଗି ବ୍ରେଟ ଲି କହିଲେ ଏମିତି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନୂଆ ଅତିଥିଙ୍କ ଅପେକ୍ଷାରେ ଅଛନ୍ତି। ୨୦୨୧ ଜାନୁୟାରୀରେ ଅନୁଷ୍କା ଏବଂ ବିରାଟଙ୍କ ଘରକୁ ଏହି କୁନି ଅତିଥି ଆସିବାକୁ ଥିବା ବେଳେ ବିରାଟ ଏବଂ ଅନୁଷ୍କାଙ୍କ ପ୍ରଶଂସକମାନେ ମଧ୍ୟ ଉତ୍ସାହିତ ଅଛନ୍ତି। କେବଳ ପ୍ରଶଂସକ ନୁହଁନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ବ୍ରେଟ ଲି ମଧ୍ୟ ସେମାନଙ୍କ ଶିଶୁ ପାଇଁ ବହୁତ ଉତ୍ସାହିତ ଅଛନ୍ତି। କେବଳ ଏତିକି ନୁହେଁ, ସେ ବିରାଟ ଏବଂ ଅନୁଷ୍କାଙ୍କୁ ଅଷ୍ଟ୍ରେଲିଆକୁ ଡେଲିଭରି ପାଇଁ ଆସିବାକୁ କହିଛନ୍ତି।

ଏକ ସାକ୍ଷାତକାରରେ ବ୍ରେଟ ଲି ବିରାଟ-ଅନୁଷ୍କାଙ୍କୁ ଅଷ୍ଟ୍ରେଲିଆ ଆସିବାକୁ କହିଛନ୍ତି। ବ୍ରେଟ ଲି କହିଛନ୍ତି, ‘ଅନୁଷ୍କା ଏବଂ ବିରାଟ ଅଷ୍ଟ୍ରେଲିଆକୁ ସ୍ବାଗତ । ମୁଁ ଚାହେଁ ସେମାନଙ୍କ ସନ୍ତାନ ଅଷ୍ଟ୍ରେଲିଆରେ ଜନ୍ମ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବନାମ ଇଂଲଣ୍ଡ: ଦିନିକିଆ ଦଳରେ ସୂର୍ଯ୍ୟକୁମାର, କ୍ରୁନାଲ, କ୍ରିଷ୍ଣା

ନୂଆଦିଲ୍ଲୀ,୨୦।୩(ପି.ଟି.): ଆଗକୁ ଆୟୋଜନ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଏକ ୧୮ ଜଣିଆ ଭାରତୀୟ ଦଳ ଘୋଷଣା...

ପରିବର୍ତ୍ତନ ଲାଗି ପରାମର୍ଶ ଦେଲେ ଗାଭାସ୍କର

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଆସନ୍ତା ରବିବାର ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତୀୟ ଦଳ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କିମ୍ବଦନ୍ତୀ କ୍ରିକେଟର...

ପିଲାଦିନେ କ୍ରିକେଟ ଖେଳି ଆଙ୍ଗୁଠି ଭାଙ୍ଗି ଫେରୁଥିଲେ ଘରକୁ: ଏବେ ମୋଦିଙ୍କଠାରୁ ସଚିନଙ୍କ ଯାଏ ପ୍ରଶଂସାରେ ଶତମୁଖ

ନୂଆଦିଲ୍ଲୀ,୧୧।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ହରଲିନ ଦେଓଲ ନିଜର ଏକ କ୍ୟାଚ୍‌କୁ ନେଇ ଚର୍ଚ୍ଚାରେ। ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି...

୪ ସପ୍ତାହରେ ଫିଟ୍‌ ହେବେ ନେମାର

ପ୍ୟାରିସ୍‌,୯ା୬(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆସନ୍ତା ୪ ସପ୍ତାହ ମଧ୍ୟରେ ଗୋଇଠି ସମସ୍ୟାରୁ ମୁକ୍ତ ହେବେ ବୋଲି ଆଶା କରାଯାଉଛି। ତାଙ୍କ ସମସ୍ୟାରେ...

ଖାସ୍‌ ରେକର୍ଡର ଅଧିକାରୀ ହେଲା ଚେନ୍ନାଇ

ୟୁଏଇ,୨୭।୯: କିମ୍ବଦନ୍ତୀ ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ଏକ ଖାସ୍‌ ରେକର୍ଡର ଅଧିକାରୀ ହୋଇଛି। ଶେଷ ବଲ ପର୍ଯ୍ୟନ୍ତ ମ୍ୟାଚ...

ଏସିଆନ ୟୁଥ୍‌ ବକ୍ସିଂ: ଭାରତକୁ ୬ ପଦକ ମିଳିବା ନିଶ୍ଚିତ

ଉଲାନବାତାର,୧୪।୧୧(ପି.ଟି.)- ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ୟୁଥ୍‌ ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତୀୟ ପ୍ରତିଯୋଗୀମାନେ ବୁଧବାର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଏଥିରେ ୬ ଭାରତୀୟ ବକ୍ସର ସେମିଫାଇନାଲରେ...

ଟି୨୦ ସିରିଜ ଅମୀମାଂସିତ

ବେଙ୍ଗାଲୁରୁ,୨୨।୯(ପି.ଟି.)- ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ଅଧିନାୟକ କ୍ୱିଣ୍ଟନ ଡିକକ୍‌ଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ...

ଆଇପିଏଲ୍‌ରେ ସ୍ବତନ୍ତ୍ର ରେକର୍ଡ କଲେ ରାହୁଲ

କୋଲକାତା,୨୬।୫: ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ୪ ସିଜନରେ ୬୦୦ରୁ ଅଧିକ ରନ୍‌ କରିଛନ୍ତି। ଇଡେନ...

Advertisement
Archives

Model This Week