ବିଆରଆଇ ବିବାଦ ବେଳେ ଚାଇନାକୁ ଗସ୍ତ କରିବେ ପ୍ରଚଣ୍ଡ

କାଠମାଣ୍ଡୁ,୧୨।୯: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଚଳିତ ମାସ ୨୩ରେ ଚାଇନା ଗସ୍ତ କରିବେ। ବେଲ୍ଟ ଏବଂ ରୋଡ ପ୍ରୋଜେକ୍ଟ (ବିଆରଆଇ)କୁ ନେଇ ଦୁଇ ଦେଶ ମଧ୍ୟରେ ବିବାଦ ଚାଲିଥିବାବେଳେ ପ୍ରଚଣ୍ଡ ଚାଇନା ଗସ୍ତ କରିବା ସବୁ ଦେଶକୁ ଦ୍ୱନ୍ଦରେ ପକାଇଛି। କୁହାଯାଉଛି କି, ପ୍ରଚଣ୍ଡ ଚାଇନା ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ବିଆରଆଇକୁ ନେଇ ଆଲୋଚନା କରିବେ। ବର୍ତ୍ତମାନ ଚାଇନା ବିଆରଆଇର ୧୦ ବର୍ଷ ପୂର୍ତ୍ତିକୁ ନେଇ ବିଶ୍ୱର ୯୦ଟି ଦେଶ ସହ ଶକ୍ତି ପ୍ରଦର୍ଶନ କରିବାକୁ ଯାଉଛି। ତେବେ ପ୍ରଚଣ୍ଡଙ୍କ ନେପାଳ ଗସ୍ତକୁ ଭାରତ ଓ ଆମେରିକା ନଜର ରଖିଛନ୍ତି।

ସୂଚନାଯୋଗ୍ୟ, ୬ବର୍ଷ ପୂର୍ବେ ନେପାଳ ଓ ଚାଇନା ମଧ୍ୟରେ ବିଆରଆଇ ନେଇ ଏକ ଚୁକ୍ତି ସ୍ବାକ୍ଷର ହୋଇଥିଲା, କିନ୍ତୁ ଏପର୍ଯ୍ୟନ୍ତ ଗୋଟିଏ ବି ପ୍ରକଳ୍ପ ଆରମ୍ଭ ହୋଇନାହିଁ। ଚାଇନା ଦାବି କରିଛି ଯେ ବିଆରଆଇର ପ୍ରୋଜେକ୍ଟ ଅନୁଯାୟୀ ନେପାଳର ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ହୋଇଛି । କିନ୍ତୁ ନେପାଳର ବୈଦେଶିକ ମନ୍ତ୍ରୀ ଏନପି ସାଉଦ ସ୍ପଷ୍ଟ କରିଛନ୍ତି ଯେ, ଦେଶରେ ଏପର୍ଯ୍ୟନ୍ତ ଗୋଟିଏ ବିଆରଆଇ ଯୋଜନା ଆରମ୍ଭ ହୋଇନାହିଁ। ନେପାଳର ବୈଦେଶିକ ମନ୍ତ୍ରୀଙ୍କ ଏହି ଘୋଷଣା ଚାଇନାକୁ ନାରାଜ କରିଛି। ସେହିପରି କାଠମାଣ୍ଡୁରେ ଚାଇନାର ରାଷ୍ଟ୍ରଦୂତ ଭାରତ ବିରୋଧରେ ବିଷ ଓଗାଳୁଛନ୍ତି। ସେ ଭାରତନ-ନେପାଳ ସମ୍ପର୍କକୁ ନିଶାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri