ବିଆରଆଇ ପରିଯୋଜନା ହେବ ତ୍ୱରାନ୍ବିତ: ଚାଇନା-ନେପାଳ ସହମତି… 

ବେଜିଂ,୧୧।୭ : ଦେଶରେ ଭିତ୍ତିଭୂମି ନିର୍ମାଣ ପାଇଁ ବିବାଦୀୟ ବେଲ୍ଟ ଏବଂ ରୋଡ ଇନିସିଏଟିଭ ଅଧୀନରେ ଚାଇନା ସରକାର ଘୋଷଣା କରିଥିବା ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ନେପାଳ ଏବଂ ଚାଇନା ମଙ୍ଗଳବାର ଏକ ଚୁକ୍ତି କରିଛନ୍ତି। ୨୦୧୮ ଏବଂ ୨୦୧୯ରେ ଚାଇନା ସରକାର ବେଲ୍ଟ ଏବଂ ରୋଡ ଇନିସିଏଟିଭ ଅଧୀନରେ ନେପାଳରେ ଅନେକ ପ୍ରକଳ୍ପ ଆରମ୍ଭ କରିବାକୁ ଘୋଷଣା କରିଥିଲେ।

ନେପାଳର ଜାତୀୟ ଯୋଜନା ଆୟୋଗର ଉପାଧ୍ୟକ୍ଷ ଡ. ମିନ ବାହାଦୂର ଶ୍ରେଷ୍ଠ ଏବଂ ଚାଇନା ଜାତୀୟ ବିକାଶ ଏବଂ ସଂସ୍କାର ଆୟୋଗର ଉପାଧ୍ୟକ୍ଷ ଚୋଙ୍ଗ ଲିଆଙ୍ଗଙ୍କ ମଧ୍ୟରେ ଏକ ବୈଠକରେ ଏହି ଚୁକ୍ତିନାମା ସ୍ବାକ୍ଷର ହୋଇଛି।

ଗୁରୁତ୍ୱପୂର୍ଣ୍ଣ ସଂଯୋଗୀକରଣ ପ୍ରକଳ୍ପଗୁଡ଼ିକୁ ତ୍ୱରାନୱିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସରକାର ଘୋଷଣା କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଏବଂ ପ୍ରକଳ୍ପର କାର୍ଯ୍ୟକାରିତା ଉପରେ ଉଭୟ ପକ୍ଷ ଆଲୋଚନା କରିଛନ୍ତି ଏବଂ ପୂର୍ବ ଯୋଜନା ଅନୁଯାୟୀ ପ୍ରମୁଖ ସଂଯୋଗ ପ୍ରକଳ୍ପକୁ ତ୍ୱରାନୱିତ କରିବାକୁ କହିିଛନ୍ତି।

ବେଜିଂରେ ଅନୁଷ୍ଠିତ ବୈଠକରେ ନେପାଳ ଏବଂ ଚାଇନା ସରକାରଙ୍କ ଦ୍ୱାରା କରାଯିବାକୁ ଥିବା କାର୍ଯ୍ୟ ଉପରେ ଉଭୟ ପକ୍ଷ ବିସ୍ତୃତ ଆଲୋଚନା କରିଥିଲେ। ନେପାଳ ସହିତ ସମ୍ପର୍କକୁ ମଜବୁତ କରିବା ପାଇଁ ଚାଇନା ସେଠାରେ ବିପୁଳ ପୁଞ୍ଜି ବିନିଯୋଗ କରୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri