ଚାକିରି ଜୀବନ ଆରମ୍ଭ ନ ହେଉଣୁ ଜେଲ୍‌ ଗଲେ ଲାଞ୍ଚୁଆ ପୋଲିସ

ବ୍ରହ୍ମପୁର ଅଫିସ,୨୬।୬: ଚାକିରି ଜୀବନ ଆରମ୍ଭ ନ ହେଉଣୁ ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ ତାଲିମ ନେଉଥିବା ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ତେବେ ଶୁକ୍ରବାର ଜାମିନ ଆବେଦନ ଖାରଜ ହେବାରୁ ସିଦ୍ଧାର୍ଥଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଥାନାରେ କାର୍ଯ୍ୟରତ ଥିବା କ୍ୟାଡେଟ ଏସ୍‌ଆଇ ଗୌଡ଼ ଏକ ଝଗଡା ଘଟଣାର ସମାଧାନ ପାଇଁ ଉକ୍ତ ଥାନା ଅନ୍ତର୍ଗତ ଜଗନ୍ନାଥପାଟଣା ପଞ୍ଚାୟତର ରାଉତି ଗ୍ରାମର ପି. ରାଜା ସେନାପତିଙ୍କ ଠାରୁ ଗୁରୁବାର ୩ ହଜାର ଟଙ୍କା ଲାଞ୍ଚ ନେଇଥିବା ବେଳେ ଭିଜିଲାନ୍ସ ଜାଲରେ ଧରା ପଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ: ସମାଜର ମଙ୍ଗଳ ପାଇଁ ଏକାଠି ହେବାକୁ ଆହ୍ବାନ

ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ବାର୍‌ ଆସୋସିଏଶନ ନେତୃତ୍ୱରେ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ରବିବାର ଅନୁଗୋଳ ଷ୍ଟାଡିୟମଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ଆଇନଜୀବୀ...

ବ୍ରାହ୍ମଣୀଗାଁରେ ଚାଲିଛି ବାବା ମୁକ୍ତେଶ୍ୱର ମନ୍ଦିର ନିର୍ମାଣ: ସରକାରଙ୍କ ଅନୁଦାନ ପରେ ଶ୍ରମଦାନ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁରେ ବାବା ମୁକ୍ତେଶ୍ୱର ମନ୍ଦିରର ନିର୍ମାଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କୌଳିକ ବୃତ୍ତି ବଞ୍ଚାଇ ରଖିବାକୁ ମିଳୁନି ପ୍ରୋତ୍ସାହନ: ଦୁର୍ଦ୍ଦିନରେ କୁମ୍ଭକାର ପରିବାର

(ରାମକୃଷ୍ଣ ସାହୁ) କନିଷି,୩୦ା୫(ଡି.ଏନ.ଏ.)- ବର୍ତ୍ତମାନ ସମୟରେ ମାଟିପାତ୍ରର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବାକୁ ବସିଲାଣି। ଏହାର ସ୍ଥାନ ନେଇଛି ଷ୍ଟିଲ ଓ ପ୍ଲାଷ୍ଟିକ ବାସନକୁଶନ। ଏଭଳି...

ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର

ପୁରୀ ଅଫିସ, ୧୧। ୧୦:  ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର। ପୁରୁଣା ସ୍ବର୍ଗଦ୍ୱାରକୁ ସୁବ୍ୟବସ୍ଥିତ ଢଙ୍ଗରେ ଦିଆଯାଉଛି ନୂଆ ରୂପ। ମୃତଦେହକୁ ଉଚିତ ସମ୍ମାନ ଓ ପରିଜନଙ୍କୁ...

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ନାକେଦମ୍‌ : ୫ ଘଣ୍ଟା କସରତ ପରେ ଧରାପଡିଲେ

ରେମୁଣା, ୧୪।୬(ଡି.ଏନ.ଏ.)-ଏକ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ରବିବାର ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଓ ରେମୁଣା ପୋଲିସକୁ ନାକେଦମ୍‌ ହେବାକୁ ପଡିଛି।...

ଲୋ-ଭୋଲ୍‌ଟେଜ ସମସ୍ୟା ଅନୁଧ୍ୟାନ

ଚମ୍ପୁଆ,୨ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତର ଲକ୍ଷ୍ମୀପଶି ଅଞ୍ଚଳରେ ଦୀର୍ଘଦିନ ଧରି ଲୋ-ଭୋଲ୍‌ଟେଜ ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ପ୍ରତିକାର...

ଟ୍ରଲିରେ ମୃତଦେହ ନେଲେ ପରିବାର ଲୋକେ

ବ୍ରହ୍ମପୁର ଅଫିସ,୧୯ା୨ – ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦୃଷ୍ଟିକୁ ଆସିଛି। ମେଡିକାଲରେ ମୃତ୍ୟୁ ଘଟିଥିବା ରୋଗୀଙ୍କୁ...

ଗଛମୂଳ ପଶ୍ଚିମବଙ୍ଗ ଶ୍ରମିକଙ୍କ ଆଶ୍ରୟସ୍ଥଳୀ

ବାରିପଦା ଅଫିସ, ୧୫ା୫- ଯେଉଁ ଶ୍ରମିକମାନେ ଦିନେ ଠିକାଦାରଙ୍କ ଈସାରାରେ ଗଛ କାଟି ରାସ୍ତା ଓ ଘର ନିର୍ମାଣ କରୁଥିଲେ, ସେହି ଗଛ ଆଜି ସେମାନଙ୍କ...

Advertisement


Archives

Model This Week