ଚାଷୀଙ୍କଠାରୁ ନେଉଥିଲେ ଲାଞ୍ଚ: ବନ୍ଧା ହେଲେ ଆର୍‌ଆଇ

ନୂଆପଡା ଅଫିସ/ଖଡିଆଳ,୪ା୭-ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ୍‌ ତୁକୁଲା ଆରଆଇ ଦୀନମଣି ରାଉତରାୟ ଲାଞ୍ଚ ନେଇ ଶନିବାର ସନ୍ଧ୍ୟାରେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବାଲିଘାଟ କରାଇଦେବାକୁ ସେ ଜଣେ ଚାଷୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀ ଧରିଛନ୍ତି। ନୂଆପଡା ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ୍‌ ପୂର୍ବ ଯୋଜନାନୁଯାୟୀ ତୁକୁଲା ଆରଆଇ କାର୍ଯ୍ୟାଳୟରେ ଚଢାଉ କରିଥିଲେ। ଅଭିଯୋଗକାରୀ ଖଇରଭାଡି ଗାଁର ଯୁଗଳ କିଶୋର ଠେଲାଙ୍କଠାରୁ ସେ ଟଙ୍କା ନେବାବେଳକୁ ଭିଜିଲାନ୍ସ ଟିମ୍‌ ଧରିଥିଲା। ସୂଚନାଯୋଗ୍ୟ, ୨୦ ହଜାର ଟଙ୍କା ନେବାକୁ ଚୁକ୍ତି ହୋଇଥିଲା। ଏହାକୁ ନେଇ ଅଭିଯୋଗକାରୀ ସତ୍ୟବାନ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri