ଲାଞ୍ଚ ନେଇ ମଦ ଫେରାଇବା ଘଟଣା: କନଷ୍ଟେବଳଙ୍କୁ ପାଟଣା ଥାନାରୁ ବଦଳି

ପାଟଣା,୩୧।୧୦(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଜବତ ମଦ ଫେରାଇ ପ୍ରତିବଦଳରେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାର ସ୍ବୀକାରୋକ୍ତି ଅଡିଓ ଭାଇରାଲ ହେବା ଖବର ପ୍ରକାଶ ପାଇଥିଲା। ଏହି ଘଟଣାରେ ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଘଟଗାଁ ଏସ୍‌ଡିପିଓ ଆଶୀତ ରଞ୍ଜନ ମହାନ୍ତି ତଦନ୍ତ ଆରମ୍ଭ କରିଥିଲେ। ଏନେଇ ଏସ୍‌ପି ମହାପାତ୍ରଙ୍କୁ ପଚାରିବାରୁ ସମ୍ପୃକ୍ତ କନେଷ୍ଟବଳ ପ୍ରଫୁଲ ବାରିକଙ୍କୁ ପାଟଣା ଥାନାରୁ ବଦଳି କରି ତଦନ୍ତ ଜାରି ରଖିଛନ୍ତି। ତଦନ୍ତ ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

ବଞ୍ଚୋ/ହାଟଡିହୀ/ଆନନ୍ଦପୁର, ୧୪/୦୬ (ପ୍ରଦୋଷ କୁମାର ବିଶ୍ୱାଳ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri