ବ୍ରିକ୍ସ ସମ୍ମିଳନୀ ପାଇଁ ଜୋହାନ୍ସବର୍ଗରେ ଲାଗିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର

ଜୋହାନ୍ସବର୍ଗ,୨୨।୮: ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସର୍ଗଇ ଲାଭ୍ରୋଭ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ମଙ୍ଗଳବାର ସକାଳେ ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି ଏବଂ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ। ଏଥି ସହିତ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଲା ଡି ସିଲଭା ମଧ୍ୟ ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି। ଏଥି ସହ ଜୋହାନ୍ସବର୍ଗର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା ପାଇଁ ପୋଷ୍ଟର ଲଗାଯାଇଛି। ଦକ୍ଷିଣ ଆଫ୍ରିକାରେ ରହୁଥିବା ଭାରତୀୟ ସମ୍ପ୍ରଦାୟ ମଧ୍ୟ ଏହାକୁ ନେଇ ଉତ୍ସାହିତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri