ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌, ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ଏବଂ ଅନ୍ୟାନ୍ୟ ଦେଶର ନେତାମାନେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚତ୍ଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଇଜିଷ୍ଟ ରାଷ୍ଟ୍ରପତି ଅବଦେଲ ଫତ୍ତେହ ଏଲ୍‌-ସିସି, ଉଗାଣ୍ଡା ଉପରାଷ୍ଟ୍ରପତି ଜେସିକା ଆଲୁପୋ, ନାଇଜେରିଆ ଉପରାଷ୍ଟ୍ରପତି କାଶିମ ଶେଟ୍ଟିମ୍ମା ପ୍ରମୁଖ ସମ୍ମିଳନୀରେ ଯୋଗଦେବା ପାଇଁ ଦିଲ୍ଲୀରେ ପହଞ୍ଚତ୍ଛନ୍ତି।
ବ୍ରିକ୍ସ ପ୍ରତିଷ୍ଠା ହେବା ପରେ ୨୦ତମ ବର୍ଷ ପୂରଣ କରିଥିବାବେଳେ ଭାରତ ଏଥର ସମ୍ମିଳନୀର ଆୟୋଜନ କରିଛି। ଏଥିପାଇଁ ନୂଆଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ବ୍ରିକ୍ସ ରାଷ୍ଟ୍ରଗୋଷ୍ଠୀ ଗଠନ ହୋଇଥିବାବେଳେ ୨୦୨୪ରେ ସେଥିରେ ଇଜିପ୍ଟ, ଇଥିଓପିଆ ଇରାନ, ୟୁଏଇ, ସାଉଦି ଆରବ ସାମିଲ ହୋଇଥିବାବେଳେ ଗତବର୍ଷ ଇଣ୍ଡୋନେସିଆ ସାମିଲ ହୋଇଥିଲା। ବେଲାରୁଷ, ବଲିଭିଆ, କାଜାକସ୍ତାନ, କ୍ୟୁବା, ମାଲେସିଆ, ସାଇବେରିଆ, ଥାଇଲାଣ୍ଡ, ଉଗାଣ୍ଡା, ଉଜ୍‌ବେକିସ୍ତାନ ଏବଂ ଭିଏତନାମ ଗତବର୍ଷ ବ୍ରିକ୍ସର ସହଯୋଗୀ ଦେଶ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?