ଓଲଟିଲା ବରଯାତ୍ରୀ ଗାଡ଼ି, ୨ ଗୁରୁତର

ରାଇରଙ୍ଗପୁର,୧୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷୋୟୀ ମୁଖ୍ୟରାସ୍ତା ବିଜାତଳା ଛକରେ ଏକ ବରଯାତ୍ରୀ ଗାଡ଼ି ଶୁକ୍ରବାର ଭୋର୍‌ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୩ ବରଯାତ୍ରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିବା ବେଳେ ୧୧ ଜଣ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ଦ୍ୱୟ ହେଲେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ କୁସୁମବନ୍ଧ ଗାଁର ଜଗନ୍ନାଥ ବେହେରା ଏବଂ ଦୀପକ ଦେହୁରୀ। ଏହି ଦୁଇଜଣ ରାଇରଙ୍ଗପୁର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ହାତବାଗଡ଼ା ନିକଟସ୍ଥ ତେନ୍ତପଶି ଗାଁରୁ ବାହାଘର ସାରି କୁସୁମବନ୍ଧ ଫେରୁଥିଲେ। ଭାରସାମ୍ୟ ହରାଇ ଗାଡ଼ିଟି ଓଲଟି ପଡ଼ିଥିଲା। ତେବେ ବର୍ତ୍ତମାନ ସୁଦ୍ଧା ଡ୍ରାଇଭର ଫେରାର ଅଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri