Posted inଫୁରସତ

ବିବାହ ମଣ୍ଡପକୁ ରିକ୍ସାରେ ଆସିଲେ ବରକନ୍ୟା, ଭାଇରାଲ ହେଉଛି ଭିଡିଓ

ସମସ୍ତେ ନିଜ ନିଜ ବିବାହ ଦିନଟିକୁ ସ୍ବତନ୍ତ୍ର କରିବାକୁ ଚାହିଁଥାନ୍ତି। ଏଥିପାଇଁ କିଏ କେତେ କ’ଣ ବ୍ୟବସ୍ଥା କରିଥାନ୍ତି। କିଏ ଘୋଡ଼ା ଗାଡ଼ି ଚଢ଼ି ଆସନ୍ତି ତ ଆଉ କିଏ କାର୍‌ରେ ଆସିଥାନ୍ତି। ଆଉ କେହି ବିମାନରେ ଆସିଥିବା ମଧ୍ୟ ନଜିର ରହିଛି। କିନ୍ତୁ ଏକ ବରକନ୍ୟା ଏଥର ରିକ୍ସା ଚଢ଼ି ବିବାହ ମଣ୍ଡପକୁ ଆସିଛନ୍ତି। ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି।

ବରକନ୍ୟା ବିବାହକୁ ସ୍ବତନ୍ତ୍ର କରିବା ପାଇଁ ମାସେ ପୂର୍ବରୁ ଯୋଜନା ପ୍ରସ୍ତୁତି କରିଥିଲେ। ବିବାହ ମଣ୍ଡପରେ ପହଞ୍ଚିବା ପରେ ସମ୍ପର୍କୀୟମାନେ ତାଳିମାରି ସ୍ବାଗତ କରିଥିଲେ। ଏହି ସମୟର ଭିଡିଓଟି ଓ୍ବେଡିଙ୍ଗ୍‌ ଷ୍ଟୋରିଜ୍‌ ନାମକ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି।
ଭାଇରାଲ ଭିଡିଓରେ ବର ଏକ ଶେରଓ୍ବାନୀ ପିନ୍ଧି ନିଜେ ରିକ୍ସା ଚଳାଇ ମଣ୍ଡପକୁ ଆସିଥିବା ବେଳେ କନ୍ୟା ରିକ୍ସାରେ ବସି ମଣ୍ଡପକୁ ଆସିଥିଲେ। ଭିଡିଓ ଶେୟାର କରି ଏଥିରେ କ୍ୟାପଶନ ଲେଖାଯାଇଛି, ନିଜ ବିବାହ ମଣ୍ଡପକୁ ଫିଲ୍ମ ଷ୍ଟାଇଲ୍‌ରେ ପ୍ରବେଶ କରିବାର ଏକମାତ୍ର ତାରିକା’। ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୧୪୦୦୦ରୁ ଅଧିକ ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri