ବିବାହର ୩ ଦିନ ପୂର୍ବରୁ କନ୍ୟାହେଲେ କରୋନା ପଜିଟିଭ୍‌: ସବୁ ଯୋଗାଡ଼ ସରିଥିବାରୁ ବର କଲେ ଏମିତି ବିବାହ

ବିବାହର ୩ ଦିନ ପୂର୍ବରୁ କନ୍ୟା କରୋନା ପରୀକ୍ଷା କରାଇଥିଲେ। ପରେ ତାଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଥିଲା। ମାତ୍ର ଏହା ସତ୍ତ୍ୱେ ବର, କନ୍ୟା ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଆପଣଙ୍କ ମନରେ ପ୍ରଶ୍ନ ଉଠୁଥିବ ନିକଟତର ନ ହୋଇ କିପର ବିବାହ ହୋଇପାରିବ। ମାତ୍ର ସେମାନେ ବିବାହ କରିଥିଲେ। ବର୍ତ୍ତମାନ ସେମାନଙ୍କ ବିବାହ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
କାଲିଫର୍ନିଆର ଏହି ଦମ୍ପତି ପାଟ୍ରିକ ଡେଲଗାଡୋ ଏବଂ ଲର୍ନ ଜିମେନଜ ଏକ ନିଆରା ଢଙ୍ଗରେ ବିବାହ କରିଥିଲେ। ଏହି ଦମ୍ପତି ନିଜ ବିବାହ ଦିନ ପାଇଁ ସବୁକିଛି ଠିକ୍‌ କରିଥିଲେ। କିନ୍ତୁ କନ୍ୟା କରୋନା ପଜିଟିଭ୍‌ ହେବାରୁ ବିବାହ ଅସମ୍ଭବ ହୋଇଗଲା। ତେବେ ଉଭୟ ଧାର୍ଯ୍ୟ କରିଥିବା ଦିନରେ ବିବାହ କଲେ। ଜେସିକା ଜ୍ୟାକସନ ନାମକ ଜଣେ ପେସାଦାର ଫଟୋଗ୍ରାଫର ବିବାହର ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି।
ଭାଇରାଲ ଫଟୋରେ, ଆପଣ ଦେଖିପାରିବେ ଯେ କନ୍ୟା ଉପର ଝରକା ପାଖରେ ଏବଂ ବର ତଳେ ଠିଆ ହୋଇଛନ୍ତି। ଦୁହେଁ ପରସ୍ପର ଦଉଡିରେ ବାନ୍ଧି ହୋଇଛନ୍ତି। ପରେ ଉଭୟଙ୍କ ବିବାହ ହୋଇଛି।

 

https://www.instagram.com/p/CH3KWTIFTLD/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବର ୫ ଦିନ ପରେ ପୁଣି ଆଉ ଦୁଇ ସନ୍ତାନ ଜନ୍ମଦେଲେ ମହିଳା

ସାଧାରଣତଃ ଏକାସାଙ୍ଗରେ ମହିଳା ୬ ସନ୍ତାନ ଜନ୍ମ ଦେଇଥିବା ଆଗରୁ ଅନେକ ଖବର ଶୁଣିବାକୁ ମିଳିଛି। ମାତ୍ର ଏବେ ଜଣେ ମହିଳା ଗୋଟିଏ ସନ୍ତାନ ଜନ୍ମ...

ଆଫଗାନିସ୍ତାନ ବିମାନ ଆକ୍ରମଣରେ ୯ ଆତଙ୍କବାଦୀ ମୃତ

ନଙ୍ଗାହାର,୧୪।୧୦: ଆଫଗାନିସ୍ତାନରେ ହୋଇଥିବା ବିମାନ ଆକ୍ରମଣରେ ତାଲିବାନ ଓ ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନର ୯ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଖାମା ପ୍ରେସର ସୂଚନା ଅନୁଯାୟୀ...

ବର୍ଷା ଆଉ ବନ୍ୟା ପରେ ଏବେ ଚିନ୍ତା ବଢାଇଲାଣି ବାତ୍ୟା ‘ହିଗୋସ’

ବେଜିଂ,୨୦।୮: ପ୍ରଥମେ କରୋନା ମହାମାରୀ ଏହାପରେ ବର୍ଷା ଓ ବନ୍ୟା ଚାଇନାବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଏବେ ମାଡି ଆସିଛି ବାତ୍ୟା ‘ହିଗୋସ’। ବୁଧବାର...

ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ

ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା...

ପୋଷା କୁକୁର ଚିରିଦେଲା ପାସପୋର୍ଟ : ମାଲିକାଣୀଙ୍କ ବୁହାନ ଯିବା ହେଲାନି

ତାଇପେ, ୨୯।୧: କୁକୁରଙ୍କୁ ବିପଦର ଆଭାସ ବହୁ ପୂର୍ବରୁ ମିଳିଥାଏ ବୋଲି ଲୋକେ କହିଥାନ୍ତି। ଏହାର ଏକ ସଦ୍ୟତମ ଉଦାହରଣ ତାଇଓ୍ବାନ୍‌ରେ ଦେଖିବାକୁ ମିଳିଛି। ଏଠାରେ...

ଉତ୍ତର କୋରିଆ-ଦକ୍ଷିଣ କୋରିଆ ସୀମାରେ ଗୁଳି ବିନିମୟ

ସିଓଲ୍‌,୩।୫: ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ସୀମାରେ ଗୁଳି ବିନିମୟ ଘଟିଛି। ଗତ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ହୋଇଥିବା...

ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନକୁ ମୂଳୋତ୍ପାଟନ କରିବାକୁ ସଂକଳ୍ବ ନେଲେ ଘାନି

କାବୁଲ,୧୯।୮: ଆଫଗାନିସ୍ତାନ ରାଜଧାନୀ କାବୁଲରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ପରେ ରାଷ୍ଟ୍ରପତି ଅଶରଫ ଘାନି ଆଇଏସ୍‌ ଆତଙ୍କବାଦୀଙ୍କ ସମସ୍ତ ସୁରକ୍ଷିତ ଶିବିରକୁ ଧ୍ୱଂସ କରିବାକୁ...

ଲିଙ୍ଗଗତ ତାରତମ୍ୟ ତାଲିକା: ୧୧୨ ସ୍ଥାନରେ ଭାରତ; ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ

ଜେନେଭା/ନୂଆଦିଲ୍ଲୀ,୧୭।୧୨: ଲିଙ୍ଗଗତ ତାରତମ୍ୟ ତାଲିକାରେ ଭାରତ ଚଳିତ ବର୍ଷ ୧୧୨ ସ୍ଥାନ ହାସଲ କରିଛି। ଗତ ବର୍ଷ ତୁଳନାରେ ଏହା ୪ ସ୍ଥାନ ତଳକୁ ଖସି...

Advertisement


Archives

Model This Week