ବିବାହର ୩ ଦିନ ପୂର୍ବରୁ କନ୍ୟାହେଲେ କରୋନା ପଜିଟିଭ୍‌: ସବୁ ଯୋଗାଡ଼ ସରିଥିବାରୁ ବର କଲେ ଏମିତି ବିବାହ

ବିବାହର ୩ ଦିନ ପୂର୍ବରୁ କନ୍ୟା କରୋନା ପରୀକ୍ଷା କରାଇଥିଲେ। ପରେ ତାଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଥିଲା। ମାତ୍ର ଏହା ସତ୍ତ୍ୱେ ବର, କନ୍ୟା ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଆପଣଙ୍କ ମନରେ ପ୍ରଶ୍ନ ଉଠୁଥିବ ନିକଟତର ନ ହୋଇ କିପର ବିବାହ ହୋଇପାରିବ। ମାତ୍ର ସେମାନେ ବିବାହ କରିଥିଲେ। ବର୍ତ୍ତମାନ ସେମାନଙ୍କ ବିବାହ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
କାଲିଫର୍ନିଆର ଏହି ଦମ୍ପତି ପାଟ୍ରିକ ଡେଲଗାଡୋ ଏବଂ ଲର୍ନ ଜିମେନଜ ଏକ ନିଆରା ଢଙ୍ଗରେ ବିବାହ କରିଥିଲେ। ଏହି ଦମ୍ପତି ନିଜ ବିବାହ ଦିନ ପାଇଁ ସବୁକିଛି ଠିକ୍‌ କରିଥିଲେ। କିନ୍ତୁ କନ୍ୟା କରୋନା ପଜିଟିଭ୍‌ ହେବାରୁ ବିବାହ ଅସମ୍ଭବ ହୋଇଗଲା। ତେବେ ଉଭୟ ଧାର୍ଯ୍ୟ କରିଥିବା ଦିନରେ ବିବାହ କଲେ। ଜେସିକା ଜ୍ୟାକସନ ନାମକ ଜଣେ ପେସାଦାର ଫଟୋଗ୍ରାଫର ବିବାହର ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି।
ଭାଇରାଲ ଫଟୋରେ, ଆପଣ ଦେଖିପାରିବେ ଯେ କନ୍ୟା ଉପର ଝରକା ପାଖରେ ଏବଂ ବର ତଳେ ଠିଆ ହୋଇଛନ୍ତି। ଦୁହେଁ ପରସ୍ପର ଦଉଡିରେ ବାନ୍ଧି ହୋଇଛନ୍ତି। ପରେ ଉଭୟଙ୍କ ବିବାହ ହୋଇଛି।

 

https://www.instagram.com/p/CH3KWTIFTLD/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ଇଟା ପଥରରେ ଛେଚି ଅନେକ ଲୋକଙ୍କ ଜୀବନ ନେଇଛନ୍ତି ଏହି ବ୍ୟକ୍ତି

ଇସ୍‌ଲାମାବାଦ୍‌: ମାନବୀୟ ଇତିହାସରେ ସିରିୟଲ କିଲିଂ ଘଟଣା ସମ୍ପର୍କରେ ଅନେକ ଜାଣିଥିବେ। ଆଜି ସେହିପରି ଜଣେ ସିରିୟଲ କିଲରଙ୍କ କାହାଣୀ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ସେ...

କିମ୍‌ଙ୍କୁ କଡ଼ା ଜବାବ୍‌, ଆମେରିକା-ଦକ୍ଷିଣ କୋରିଆ ପରୀକ୍ଷା କଲେ ୮ କ୍ଷେପଣାସ୍ତ୍ର…

ଓ୍ବାଶିଂଟନ/ସିଓଲ, ୬।୬ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ୮ଟି ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଥିଲେ। ଏହାର ଜବାବରେ ଆମେରିକା ଏବଂ...

କରୋନା ବିଜୟୀ ପୋଖରୀ ମାନବ

ବେଙ୍ଗାଲୁରୁ: କରୋନାକୁ ଭୟ ନ ଥିଲା। କିନ୍ତୁ ଗାଁରେ ଥିବା ପୋଖରୀ ଓ ଗଛଗୁଡ଼ିକର ସୁରକ୍ଷାକୁ ନେଇ ୧୪ଦିନ ଧରି ମୁଁ ଚିନ୍ତାରେ ଥିଲି। ହସ୍ପିଟାଲରେ...

ଗରମରୁ ମୁକ୍ତି ପାଇଁ ହାତୀ ଛୁଆ କରୁଛି ଏପରି, ଭିଡିଓ ଦେଖିଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ମୃତଦେହ ମେଳରେ ମହୋତ୍ସବ

ଜାକର୍ତ୍ତା: ମୃତଦେହ ମେଳରେ ପର୍ବ। ଏଥିପାଇଁ କାଠବାକ୍ସରେ ସଂରକ୍ଷିତ କରି ପାହାଡ଼ ଗୁମ୍ଫାରେ ରଖାଯାଇଥାଏ ମରଶରୀର। ପ୍ରତି ୩ବର୍ଷରେ ଥରେ ମୃତକଙ୍କ ପୁଣ୍ୟତିଥିରେ କାଠବାକ୍ସରୁ ମୃତକଙ୍କୁ...

କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କଲେ ଆଫଗାନିସ୍ତାନର ଯୁବତୀ

କାବୁଲ,୨୧।୫: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଏବେ ଅନେକ ଦେଶରେ ଏହାର ଚିକିତ୍ସା ପାଇଁ ଭେଣ୍ଟିଲେଟରର ଅଭାବ ପରିଲକ୍ଷିତ ହେଉଛି।...

ଅଣୁଅସ୍ତ୍ର ବ୍ୟବହାର କରିବନି ରୁଷିଆ

ମସ୍କୋ,୬।୫: ୟୁକ୍ରେନ୍‌ ବିରୋଧରେ ରୁଷିଆ ଅଣୁଅସ୍ତ୍ର ବ୍ୟବହାର କରିବ ନାହିଁ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି। ରୁଷିଆର ଆଣବିକ ଅସ୍ତ୍ର ବ୍ୟବହାର...

ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ

ଲସ୍‌ ଏଞ୍ଜେଲସ୍‌,୩ା୯: ପୋଲିସ ଗୁଳିରେ କୃଷ୍ଣକାୟଙ୍କ ମୃତ୍ୟୁ ଘଟଣାରେ ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ ଜୋର୍‌ଦାର ହୋଇଛି। ମଙ୍ଗଳବାର ବିକ୍ଷୋଭକାରୀ ଦକ୍ଷିଣ ଲସ୍‌ ଏଞ୍ଜେଲସ୍‌ରେ ଏକତ୍ର ହୋଇ...

Advertisement
Archives

Model This Week