Posted inଫୁରସତ

ଭାବି ଦିଅରଙ୍କ ସହ ଡିଜେର ତାଳେ ତାଳେ ନାଚିଲେ କନ୍ୟା, ଭିଡିଓ ଦେଖିଲେ…

ବିବାହ ସମୟରେ ଯଦି ଡିଜେ ତାଳେ ତାଳେ ବରଯାତ୍ରୀ ଡ୍ୟାନ୍ସ ନ କରିଲେ ତେବେ ବାହାଘରର ମଜା ଆସି ନ ଥାଏ। ଏହି ମଜା ଅଧିକ ଆସିଥାଏ ଯେତେବେଳେ ଜଣେ କନ୍ୟା ନିଜ ବାହାଘରରେ ଭାବି ଦିଅରଙ୍କ ସହ ଡିଜେର ତାଳେ ତାଳେ ଡ୍ୟାନ୍ସ କରିଥାନ୍ତି। ଏହାର ମଜା ନେଇଥାନ୍ତି ବରଯାତ୍ରୀ ଏବଂ ଖୋଦ୍‌ ବର ବି। ଏବେ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।

ଭିଡିଓଟି କପଲ ଅଫିସିଆଲ ପେଜ୍‌ ନାମକ ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଛି। ଏହି ଭିଡିଓରେ ଜଣେ କନ୍ୟା ତାଙ୍କ ଭାବି ଦିଅରଙ୍କ ସହ ଡିଜେର ତାଳେ ତାଳେ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। ଆଉ ବର ଜଣଙ୍କ ପାଖରେ ଠିଆ ହୋଇ ମଜା ନେଉଥିଲେ।

ଉଭୟେ ଖୁବ୍‌ ଜୋସ୍‌ରେ ଡ୍ୟାନ୍ସ କରିଥିଲେ। କେହି କାହାଠୁ କମ୍‌ରେ ଡ୍ୟାନ୍ସ କରୁ ନ ଥିଲେ। ଦିଅର-ଭାଉଜଙ୍କ ଏହି ଡ୍ୟାନ୍ସ ଷ୍ଟେପ୍‌ ସେଠାରେ ଉପସ୍ଥିତ ଥିବା ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥିଲା।
ଡ୍ୟାନ୍ସ ସମୟରେ ଦୁହେଁ ଆଦୌ ଥକ୍କି ଯାଇ ନ ଥିଲେ। ମନଖୋଲି ଡ୍ୟାନ୍ସ କରୁଥିଲେ। ୟୁଜରମାନେ ମଧ୍ୟ ଏହି ଦିଅର-ଭାଉଜଙ୍କ ଡ୍ୟାନ୍ସକୁ ଖୁବ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri