Posted inଜାତୀୟ

ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ସେଣ୍ଟରରେ ବିବାହ କଲେ ବରକନ୍ୟା

ଜୟପୁର,୭ା୧୨: ବିବାହ ଦିନ ବରକନ୍ୟାଙ୍କ କରୋନା ଟେଷ୍ଟ୍‌ କରାଯିବା ପରେ ସେମାନେ ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ତେଣୁ ବିବାହ ଉତ୍ସବକୁ ଅଟକା ନ ଯାଇ ପିପିଇ କିଟ୍‌ ପିନ୍ଧି କରୋନା କଟକଣା ମାନି ରବିବାର ସନ୍ଧ୍ୟାରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଏହି ଯୋଡ଼ି। ବାରାନର କେଲଓ୍ବାରା ଅଞ୍ଚଳର କୋଭିଡ୍‌ ସେଣ୍ଟରରେ ଜଣେ ସରକାରୀ ଶିକ୍ଷକ ଏବଂ ଜଣେ କନ୍ୟାଙ୍କ ମଧ୍ୟରେ ଏପରି ବିବାହ ହୋଇଛି।


ଅନୁମତି ପାଇଥିବା ଅତିଥିମାନଙ୍କ ଦ୍ୱାରା କନ୍ୟାଦାନ କରାଯାଇଥିଲା। ଏହି ବିବାହରେ ଯୋଗ ଦେଇଥିବା ଅନ୍ୟ ତିନିଜଣ ବ୍ୟକ୍ତି ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ, କେଲଓ୍ବରାର ଷ୍ଟେଶନ ହାଉସ ଅଫିସର ତଥା ବ୍ଲକ ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ଆରିଫ୍‌ଙ୍କୁ ନେଇ ବାରାନ ଜିଲା କଲେକ୍ଟରଙ୍କ ଦ୍ୱାରା ଗଠିତ ତିନିଜଣିଆ କମିଟି ଗଠନ କରାଯାଇଥିଲା ।

ଏପରିକି ବିବାହ କରାଇବାକୁ ଆସିଥିବା ପଣ୍ଡିତ ମଧ୍ୟ ପିପିଇ କିଟ୍‌ ପିନ୍ଧିଥିଲେ ବୋଲି ମୁଖ୍ୟ ଚିକିତ୍ସା ସ୍ବାସ୍ଥ୍ୟ ଅଧିକାରୀ ଡ. ସମ୍ପତ ରାଜ ନାଗର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri