Posted inଫୁରସତ

ଝିଅ ବିଦା ସମୟରେ କାନ୍ଦିବା ବଦଳରେ ଏମିତି କଲେ ବରକନ୍ୟା, ଲୋକେ କହିଲେ…

ଆଜିକାଲି ସୋସିଆଲ ମିଡିଆରେ ବିବାହର ମଜାଳିଆ ଭିଡିଓ ସବୁ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ହସ ରୋକି ପାରିବେ ନାହିଁ। ଏଭଳି ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ବର- କନ୍ୟା ବିଦାୟ ସମୟରେ ଏମିତି ଅଜବ କାମ କରିଛନ୍ତି ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହେବା ସହ ହସିହସି ଗଡୁଛନ୍ତି।

ସାଧାରଣତଃ ଝିଅ ବିଦା ସମୟରେ କନ୍ୟା କାନ୍ଦିବା ସହ ପରିବାର ଲୋକେ ମଧ୍ୟ କାନ୍ଦିଥାନ୍ତି। ମାତ୍ର ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଥିବା ଏକ ଭିଡିଓରେ ବିବାହ ଶେଷ ହେବା ପରେ ବିଦାୟ ସମୟ ଆସିଛି। ଘର ବାହାରେ ଏକ କାର୍‌ ଠିଆ ହୋଇଛି। କାର୍‌ ନିକଟରେ ବନ୍ଧୁବାନ୍ଧବ ପରିବାର ଲୋକେ ଏବଂ ବରକନ୍ୟା ଠିଆ ହୋଇଛନ୍ତି। ଏହି ସମୟରେ ବର ପ୍ରଥମେ ନାଚି ନାଚି କାର୍‌ ନିକଟକୁ ଯାଉଛନ୍ତି। କନ୍ୟା ମଧ୍ୟ ତାଙ୍କ ପଛରେ ନାଚି ନାଚି ଯାଉଛନ୍ତି। ଆପଣ କୁହନ୍ତୁ ଝିଅ ବିଦା ସମୟରେ ଏପରି କେବେ ଘଟଣା ଦେଖିଛନ୍ତି କି?

ଏହି ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓଟିକୁ ବର୍ତ୍ତମାନ ପର୍ଯ୍ୟନ୍ତ ୧ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିସାରିଲେଣି। ଲୋକମାନେ ଭିଡିଓରେ ବେଶ୍‌ ମଜାଳିଆ ମନ୍ତବ୍ୟ ମଧ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଏହା କି ବିଦାୟ? ଅନ୍ୟ ଜଣେ ଲେଖିଛନ୍ତି, ଏସବୁ କ’ଣ ଚାଲିଛି। ଏହିପରି ଅନେକ ୟୁଜର ଭିନ୍ନ ଭିନ୍ନ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତି ଛାଡି ଦେଇଗଲେ ଖାମେନେଇ, ଜାଣିଲେ ହୋଇଯିବେ ତାଜୁବ

ତେହେରାନ୍‌,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ପରେ, ଇରାନୀ ଗଣମାଧ୍ୟମ ଇରାନର ସର୍ୱୋଚ୍ଚ ନେତା ଆୟତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁର…

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri