Posted inଫୁରସତ

ବର ‘କବୁଲ ହୈ’ କହିବା ମାତ୍ରକେ ଖୁସିରେ ଆତ୍ମବିଭୋର ହୋଇଗଲେ ବଧୂ; ସର୍ବସମ୍ମୁଖରେ କଲେ ଏମିତି ଯେ…

ନୂଆଦିଲ୍ଲୀ: ବିବାହ ସମସ୍ତଙ୍କ ଜୀବନର ଖାସ୍‌ ଦିନ ଭିତରୁ ଗୋଟିଏ। ସେଥିରୁ କିଛି ଯୋଡ଼ି ସବୁକିଛି ଠିକ୍‌ ଭାବେ ହୋଇଯାଉ ବୋଲି ଚିନ୍ତାରେ ରହୁଥିବା ବେଳେ କିଛି ଯୋଡ଼ି ବେଶ୍‌ ଉତ୍ସାହିତ ଥାନ୍ତି। ନିଜର ଭବିଷ୍ୟତ ପାଇଁ ସ୍ବପ୍ନ ଦେଖିଥାନ୍ତି। ଏଭଳି ଏକ ଭିଡ଼ିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି।

ଭିଡିଓରେ ଏକ ବରକନ୍ୟାଙ୍କୁ ବିବାହ ନିମନ୍ତେ ବସିଥିବା ଦେଖାଯାଉଛି। ଯେତେବେଳେ ବର ‘କବୁଲ ହୈ’ କହୁଛନ୍ତି ସେତେବେଳେ ବଧୂ ଖୁସିରେ ନାଚି ଉଠି ତାଳି ବଜାଇବାରେ ଲାଗୁଛନ୍ତି। କେବଳ ସେତିକିରେ କଥା ସରୁନାହିଁ। ବଧୂଜଣଙ୍କ ଅତିଥିଙ୍କ ଗହଣରେ ବରଙ୍କୁ କୁଣ୍ଢାଇ ଚୁମ୍ବନ ଦେଇଦେଉଛନ୍ତି। ଏହାଦେଖି ସମସ୍ତେ ଚକିତ ହୋଇଯାଉଛନ୍ତି। ହେଲେ ପରବର୍ତ୍ତୀ ସମୟରେ ସମସ୍ତେ ଖୁସି ହେବା ସହ ତାଳି ବଜାଉଥିବା ନଜର ଆସୁଛି।

ଇନ୍‌ଷ୍ଟାଗ୍ରାମରେ ଭିଡିଓଟି ଭାଇରାଲ ହେଉଥିବା ବେଳେ ଏଯାବତ ଏହାକୁ ୩୦ହଜାରରୁ ଅଧିକ ଲୋକ ଦେଖି ସାରିଲେଣି। ସମସ୍ତେ ନବବିବାହିତଙ୍କୁ ଶୁଭେଚ୍ଛା ଜଣାଇବା ସହ ବଧୂଙ୍କ ଖୁସିକୁ ନଜର ନ ଲାଗୁ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri