ମାସେ ତଳେ ହୋଇଥିଲା ବିବାହ: ଯୌତୁକ  ପାଇଁ ନବବଧୂଙ୍କୁ ହତ୍ୟା

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା  ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଲପୁର ଥାନା ଲହଙ୍ଗିର ଗ୍ରାମରେ ନବବଧୂଙ୍କୁ ଯୌତୁକ ପାଇଁ ନିର୍ଯ୍ୟାତନା ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି ।
ପ୍ରକାଶ ଯେ, ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଜାମପାଲି ଗ୍ରାମର ମମତା ବରିହା ମାର୍ଚ ୨୬ ତାରିଖରେ ଜଗଦଲପୁର ଥାନା ଲହଙ୍ଗେର ଗ୍ରାମର  ଧୃବ ବେଣ୍ଟକାରଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ । ମମତାଙ୍କୁ ଶାଶୁ ଘର ଲୋକମାନେ ଯୌତୁକ ପାଇଁ ଅନେକ ସମୟରେ ନିର୍ଯାତନା ଦେଉଥିବା ମମତା ଫୋନରେ  ତାଙ୍କ ପରିବାର ଲୋକଙ୍କଙ୍କୁ ଅଭିଯୋଗ କରିଆସୁଥିଲେ। ମାତ୍ର ବୁଧବାର ଅପରାହ୍ନରେ ତମ ଭଉଣୀ ଅସୁସ୍ଥ ଅଛି ପଦ୍ମପୁର ଡାକ୍ତରଖାନାକୁ ଆସ ବୋଲି ମୃତ ମମତାଙ୍କ ଭାଇ ପୈଲୁସ୍ତଙ୍କୁ ଫୋନ କରିଥିଲେ ଶାକୁଘରଲୋକେ। ପରେ ପରିବାରଲୋକେ ପଦ୍ମପୁର ଡାକ୍ତରଖାନାରେ ପହଞ୍ଚି ଜାଣିଲେ ଯେ,  ମମତାଙ୍କ ମୃତ୍ୟୁ ଘଟିସାରିଛି । ଏ ନେଇ ବୁଧବାର ସନ୍ଧ୍ୟାେରେ ମମତାଙ୍କଭାଇ ଜଗଦଲପୁର ଥାନାଙ୍‌ରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେଶନମ୍ବର ୬୦/୨୫ରେ ମାମଲା ରୁଜୁ କରି ପଦ୍ମପୁର ଡାକ୍ତରଖାନାରେ ମାଜିଷ୍ଟ୍ରେଟ ଉପସ୍ଥିତିରେ ପଞ୍ଚନାମା କରି ମମତାଙ୍କ ସ୍ବାମୀ ଧୃବ ବେଣ୍ଟକାରକୁ ଅଟକ ରଖି ପଚରାଉଚରା କରୁଥିବା ଜଗଦଲପୁର ଆଇଆଇସି ଅଭିମନ୍ୟୁ ଦୁର୍ଗ ସୂଚନା ଦେଇଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?