Posted inଫୁରସତ

ବିବାହ ବେଦିରେ ବର ପଛପଟେ ଥାଇ କନ୍ୟା କଲେ ଏମିତି, ଭିଡିଓ ଦେଖି ହସି ହସି ଗଡିବେ

ବିବାହ ସମୟରେ ଏକ ମଜାଦାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖି ଆପଣ ମଧ୍ୟ ହସି ହସି ଗଡିବେ। ଗୁରୁଦ୍ୱାର ଚାଲିଥିବା ଏକ ବିବାହରେ ବେଦିରେ ବସିଥିବା ବରଙ୍କ ସହ କନ୍ୟା ଏମିତି କିଛି କରିଥିଲେ, ସେଠାରେ ଉପସ୍ଥିତ ଲୋକେ ହସିବାକୁ ଳାଗିଥିଲେ। ୭ ଫେରା ପାଇଁ ପ୍ରସ୍ତୁତି ଚାଲିଥିବାବେଳେ କନ୍ୟା ବରର ପୋଷାକକୁ ପଛ ପଟରୁ ଟାଣି ଦେଇ ସାତ ଫେରାର ସଠିକ ଦିଗ ଦେଖାଇଥିଲେ। ଆଇପିଏସ ଅଫିସର ଦିପାଶୁଂ କାବ୍‌ରା ଏହାର ଭିଡିଓ ଶେୟାର କରି ଏକ ମଜାଳିଆ କ୍ୟାପସନ ମଧ୍ୟ ଲେଖିଛନ୍ତି। ସେ କହିଛନ୍ତି ପ୍ରକୃତ ଜୀବନ ସାଥୀ ଆପଣଙ୍କୁ ସର୍ବଦା ସଠିକ ରାସ୍ତା ଦେଖାଏ। ଭିଡିଓରେ ଏହା ଦେଖିବାକୁ ମିଳିଛି ଯେ ଗୁରୁଦ୍ୱାରରେ ବର ଏବଂ କନ୍ୟା ସାତ ଫେରା ପାଇଁ ଛିଡା ହୋଇଛନ୍ତି। ବର ଭୁଲ ଦିଗରେ ବୁଲିବାକୁ ଆଗେଇ ଆସଛନ୍ତି। ତା’ପରେ କନ୍ୟାସ୍ନେହରେ ବରଙ୍କ କୁର୍ତ୍ତାକୁ ପଛରୁ ଟାଣି ଅନ୍ୟ ପାର୍ଶ୍ୱକୁ ଯିବାକୁ କହିଲା। ଏହା ଦେଖି ଉପସ୍ଥିତ ଲୋକେ ହସିବାକୁ ଲାଗିଲେ। ଭିଡିଓ ସେୟାର କରିବାବେଳେ ଆଇପିଏସ କ୍ୟାପସନରେ ଲେଖିଥିଲେ, ଏହି ଭିଡିଓକୁ ଦୀପାଶୁଂ କାବ୍‌ରା ଡିସେମ୍ବର ୧୪ ସକାଳେ ଶେୟାର କରିଛନ୍ତି। ଏହାର କିଛି ଘଣ୍ଟା ମଧ୍ୟରେ ୪ ହଜାରରୁ ଅଧିକ ଲୋକ ଭିଡିଓକୁ ଦେଖିସାରିଲେଣି। ସେହିପରି ଏକ ହଜାରରୁ ଅଧିକ ଲାଇକ ଏବଂ ଅନେକ ରି-ଟୁଇଟ୍‌ କରାଯାଇଛି।

https://twitter.com/ipskabra/status/1338319181033263105


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri