Posted inଜାତୀୟ

ବର ସହ ନିକାହ କରିବାକୁ ମନା କରିବା ପରେ ଥାନାରେ ଧରିଲେ ପ୍ରେମିକଙ୍କ ହାତ

ଲକ୍ଷ୍ନୌ,୨୩।୩: ପରିବାରର ଲୋକଙ୍କ ଚାପରେ ବିବାହ କରୁଥିବା ଜଣେ ମୁସଲିମ ଯୁବତୀ ଅନ୍ତିମ ମିନିଟ୍‌ରେ ପୋଲିସକୁ ଡକାଇ ନିକାହ କାର୍ଯ୍ୟକ୍ରମକୁ ବାତିଲ କରିଥିଲେ। ତା’ ପରେ ଥାନାରେ ପୋଲିସ ଉପସ୍ଥିତିରେ ଯୁବତୀ ତାଙ୍କ ପ୍ରେମିକଙ୍କୁ ବିବାହ କରିଥିଲେ। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର କୁଶିନଗରରେ।

କନ୍ୟା ଫୋନ କରିବା ପରେ ଘଟଣା ସ୍ଥଳରେ ପହଞ୍ଚିଥିଲା ପୋଲିସ ଟିମ୍‌। କନ୍ୟାଙ୍କୁ ଥାନାକୁ ଆଣିବା ପରେ ପୋଲିସ ଅଧିକାରୀ ସମାଧାନ ପାଇଁ କନ୍ୟାଙ୍କ ବାପା ଏବଂ ବର ପକ୍ଷଙ୍କୁ ଥାନାକୁ ଡକାଇଥିଲେ। ଉଭୟ ପକ୍ଷଙ୍କ ସହମତକ୍ରମେ କନ୍ୟା ଥାନାରେ ତାଙ୍କ ପ୍ରେମିକଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ

ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍‌ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି...

ହିନ୍ଦୀକୁ ତାମିଲନାଡୁ ଭାଜପାର ବିରୋଧ

ଚେନ୍ନାଇ,୧୪।୪ : ହିନ୍ଦୀ ଭାଷାକୁ ବଳପୂର୍ବକ ଲଦିଦେବା ଉଦ୍ୟମକୁ ତାମିଲନାଡୁ ଭାଜପା ବିରୋଧ କରେ ବୋଲି ଏହାର ସଭାପତି କେ. ଆନ୍ନାମଲାଇ କହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ମୌସୁମି ଅଧିବେଶନକୁ ନେଇ ସର୍ବଦଳୀୟ ବୈଠକ ଡାକିଲେ ଲୋକ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୬ ।୭: ସଂସଦର ମୌସୁମି ଅଧିବେଶନ ୧୮ ଜୁଲାଇ ସୋମବାର ଆରମ୍ଭ ହେବାକୁ ଯାଉଛି । ଏଥିରେ ପ୍ରାୟ ୨୪ ନୂଆ ବିଲ ଉପସ୍ଥାପନ ହେବାର...

ନଡ୍ଡାଙ୍କୁ ଆଗକୁ ପଠାଇ ନିଜେ ପଛରେ ରହିଲେ ମୋଦି

ନୂଆଦିଲ୍ଲୀ,୧୫।୩: ଭାରତୀୟ ଜନତା ପାର୍ଟି (ଭାଜପା)ର ସଂସଦୀୟ ଦଳ ବୈଠକରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ଆମ୍ବେଦକର ଇଣ୍ଟରନ୍ୟାଶନାଲ୍‌ ସେଣ୍ଟରରେ ଆୟୋଜିତ ଏହି ବୈଠକରେ...

ଆଶିଷଙ୍କ ବନ୍ଧୁକରୁ ହୋଇଥିଲା ଫାୟାରିଂ…

ଲକ୍ଷ୍ନୌ,୯।୧୧: ଅକ୍ଟୋବର ୩ରେ, ଲଖିମପୁର ଖେରିରେ କୃଷକମାନେ ଏକ କାର୍‌ ଦ୍ୱାରା ଚାପି ହୋଇଯିବା ଘଟଣାରେ ଏକ ନୂଆ ପର୍ଦ୍ଦାଫାଶ୍‌ ହୋଇଛି। ଏହି ମାମଲାରେ ଫୋରେନ୍ସିକ...

ମୋଦିଙ୍କ ସହିତ ଆଲୋଚନାରେ ସାମିଲ୍‌ ହେଲେନି କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଲକ୍‌ଡାଉନ୍‌ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କରୋନା...

ଟୁଇଟର ବନ୍ଦ କଲା ୯୭ ପ୍ରତିଶତ ଆକାଉଣ୍ଟ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାତାର ଚାପ ପଡିବା ପରେ ମାଇକ୍ରୋବ୍ଲଗିଙ୍ଗ ସାଇଟ୍ ଟୁଇଟର ପାଖାପାଖି ୯୭ ପ୍ରତିଶତ ଆକାଉଣ୍ଟକୁ ବନ୍ଦ କରି ଦେଇଥିବା...

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ...

Advertisement
Archives

Model This Week