ବନ୍ଦ ରାସ୍ତା ପାଇଁ ଧାରଣାରେ ବସିଲେ ବର, ସୋସିଆଲ ମିଡ଼ିଆରେ ଭାଇରାଲ…

ଡେରାଡୁନ,୭।୧୨ : ଉତ୍ତରାଖଣ୍ଡରେ ଜଣେ ବର ବିବାହ ପାଇଁ କନ୍ୟାଘରେ କଷ୍ଟେମଷ୍ଟେ ପହଞ୍ଚି ବିବାହ ପରେ ଧାରଣାରେ ବସିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଖରାପ ହୋଇଯାଇଥିବା ରାସ୍ତାକୁ ୨୦ ଦିନ ଧରି ବନ୍ଦ କରାଯାଇଥିଲା। ଏହା ଉପର ଦେଇ ଯାତାୟତ ବନ୍ଦ ରହିଥିଲା। ହୈଡାଖାନଠାରୁ ରିଠାସାହିବ ପର୍ଯ୍ୟନ୍ତ ରାସ୍ତା ବନ୍ଦ ରହିଥିଲା। ଏହା ଦ୍ୱାରା ପ୍ରାୟ ୨୦୦ ଗାଁକୁ ଯିବା ଆସିବାରେ ସମସ୍ୟା ଉପୁଜୁଥିଲା। ଏନେଇ ଲୋକେ ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହେବାପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା।

ବିବାହ କରିବାକୁ ଆସି ବରଙ୍କୁ ବରଯାତ୍ରୀଙ୍କ ସହିତ ପାଦରେ ଚାଲିଚାଲି କନ୍ୟା ଘରେ ପହଞ୍ଚିବାକୁ ପଡ଼ିଥିଲା।
ଭୂସ୍ଖଳନ ପରେ ୩୮୦ ମିଟର ରାସ୍ତା ଉପରେ ମାଟି ଜମି ଯାଇଥିବାରୁ ଯୋଗାଯୋଗ ବ୍ୟହତ ହୋଇଥିଲା। ଏନେଇ ସ୍ଥାନୀୟ କଂଗ୍ରେସ ନେତା ୟଶପାଲ ଆର୍ଯ୍ୟ ଧାରଣାରେ ବସିଥିଲେ।

ବିବାହ ପରେ ବର ମଧ୍ୟ ଆସି କଂଗ୍ରେସ ନେତାଙ୍କ ସହିତ ଧାରଣାରେ ପହଞ୍ଚିି ବସି ଯାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ପ୍ରଶାସନ ପକ୍ଷରୁ ରାସ୍ତାରେ ଜମା ହୋଇଥିବା ମାଟି ହଟାଇବା କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri