ରସୁଲପୁରରେ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ଏନ୍‌ଏଚ୍‌ଆଇ ପକ୍ଷରୁ ନିର୍ମାଣଗତ ତ୍ରୁଟି ଥିବା ସ୍ପଷ୍ଟିକରଣ

ଯାଜପୁର,୧୮।୭(ରଞ୍ଜିତ ରାଉତ୍‌): ଯଜପୁର ଜିଲା ରସୁଲପୁରରେ ବ୍ରିଜ ଭୁଶୁଡ଼ିବା ଘଟଣାରେ ନିର୍ମାଣଗତ ତ୍ରୁଟି ଥିବା ଏନ୍‌ଏଚ୍‌ଆଇ ପକ୍ଷରୁ ସ୍ପଷ୍ଟିକରଣ ରଖାଯାଇଛି। ପ୍ରାୟ ୧୦ ଫୁଟ ତଳକୁ ବ୍ରିଜଟି ଧସେଇ ଯାଇଛି। ଏନ୍‌ଏଚ୍‌ଆଇ ପ୍ରୋଜକ୍ଟେ ଡାଇରେକ୍ଟର କହିଛନ୍ତି, ବ୍ରିଜ ନିର୍ମାଣଗତ ତ୍ରୁଟି ରହିଛି । ତଦନ୍ତ ପାଇଁ ଘଟଣାସ୍ଥଳକୁ ବିଶେଷଜ୍ଞ ଟିମ୍‌ ଆସୁଛନ୍ତି ।ବିଶେଷଜ୍ଞ କମିଟିର ରିପୋର୍ଟକୁ ଅପେକ୍ଷା କରାଯାଇଛି । ତଦନ୍ତ ନସରିବା ଯାଏ ତ୍ରୁଟି କାହାର କହିହେବନି । ୨୦୦୮ରେ ଏହି ବ୍ରିଜ ନିର୍ମାଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?