ମୁଁ ପଛକୁ ହଟିବି ନାହିଁ: ବ୍ରିଜଭୂଷଣ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ଏମପି ତଥା ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂ ଲଗାତାର ଖବରର ଶିରୋନାମାରେ ରହି ଆସୁଛନ୍ତି। ବ୍ରିଜ ଭୂଷଣଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗକୁ ନେଇ କୁସ୍ତିଯୋଦ୍ଧାମାନେ ଜନ୍ତର ମନ୍ତରରେ ଧାରଣାରେ ବସିଛନ୍ତି। ଏ ବାବଦରେ ବ୍ରିଜଭୂଷଣ ଶରଣ ସିଂ କୁସ୍ତି ଯୋଦ୍ଧାମାନଙ୍କୁ ନାର୍କୋ ପରୀକ୍ଷା ପାଇଁ ଚ୍ୟାଲେଞ୍ଜ କରିଥିଲେ, ଯାହାକୁ କୁସ୍ତି ଯୋଦ୍ଧାମାନେ ଗ୍ରହଣ କରିଥିଲେ। କୁସ୍ତି ଯୋଦ୍ଧାମାନେ କହିଛନ୍ତି ଯେ ସେମାନେ ନାର୍କୋ ଟେଷ୍ଟ ପାଇଁ ପ୍ରସ୍ତୁତ ଏବଂ ବ୍ରିଜ ଭୂଷଣଙ୍କ ସହ ପୀଡିତାଙ୍କ ନାର୍କୋ ପରୀକ୍ଷା କରାଯିବା ଉଚିତ ଏବଂ ଏହାକୁ ସିଧା ପ୍ରସାରଣ କରାଯିବା ଉଚିତ। ବର୍ତ୍ତମାନ ସମସ୍ତଙ୍କ ନଜର ଦିଲ୍ଲୀ ପୋଲିସ ଉପରେ ଅଛି ଯେ ସେମାନେ ଉଭୟ ପକ୍ଷକୁ ନାର୍କୋ ଟେଷ୍ଟ ପାଇଁ ଡାକିବେ।

ନାର୍କୋ ଟେଷ୍ଟକୁ ନେଇ ବ୍ରିଜ ଭୂଷଣଙ୍କୁ ପ୍ରଶ୍ନ ପଚରା ଯିବାରୁ ସେ କହିଛନ୍ତି, ଏହି ଦାବି ମୁଁ କରି ନ ଥିଲି ରେସଲରମାନେ କରିଥିଲେ, ଖାପ ପଞ୍ଚାୟତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri