Posted inଜାତୀୟ

ଭିନେଶଙ୍କ ଜିତିବା ଉପରେ ଆସିଲା ବ୍ରିଜଭୂଷଣଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: କଂଗ୍ରେସ ପ୍ରାର୍ଥୀ ଭିନେଶ ଫୋଗଟ ହରିୟାଣା ବିଧାନସଭା ନିର୍ବାଚନରେ ଜୁଲାନା ଆସନ ଜିତିଛନ୍ତି। ଭିନେଶ ଫୋଗଟଙ୍କ ବିଜୟରେ କେସିଆରଗଞ୍ଜର ପୂର୍ବ ଭାଜପା ଏମ୍‌ପି ବ୍ରିଜଭୂଷଣ ଶରଣ ସିଂଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। WFI ର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ କହିଛନ୍ତି ଯେ ଭିନେଶ ଫୋଗଟଙ୍କ ବିଜୟ ହୋଇଛି କିନ୍ତୁ ସେ ଯେଉଁଠି ବି ପାଦ ରଖନ୍ତି, ତାହା ନଷ୍ଟ ହୋଇଯାଏ।

ହରିୟାଣାର ଜୁଲାନା ଆସନରୁ ଭିନେଶ ଜିତିବା ଉପରେ ବ୍ରିଜଭୂଷଣ କହିଛନ୍ତି, ଠିକ ଅଛି, କୌଣସି ଅସୁବିଧା ନାହିଁ। ଭିନେଶ ଯୁଆଡେ ବି ଯାଆନ୍ତି ସେଠାରେ ସମ୍ପୂର୍ଣ୍ଣ ବିନାଶ ହୋଇଯାଏ ଏବଂ ଭବିଷ୍ୟତରେ ସମ୍ପୂର୍ଣ୍ଣ ବିନାଶ ହେବ ଏବଂ କିଛି ବାକି ନାହିଁ । ଆପଣ ଦେଖନ୍ତୁ, ସେ କଂଗ୍ରେସକୁ ଗଲେ ହେଲେ କଂଗ୍ରେସର ସତ୍ୟାନାଶ ହୋଇଗଲା। ଏକଜିଟ ପୋଲ ଦର୍ଶାଉଥିଲା ଯେ କଂଗ୍ରେସ ସରକାର ଗଠନ ହେବ କିନ୍ତୁ ହରିୟାଣାରେ ଏକଜିଟ ପୋଲ ସମ୍ପୂର୍ଣ୍ଣ ଭୁଲ ପ୍ରମାଣିତ ହୋଇଛି ଏବଂ ବର୍ତ୍ତମାନ ସେଠାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି

ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି।...

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ...

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ...

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା,...

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri