Posted inଜାତୀୟ

‘କେବେ ବି ଅମିତ ଶାହାଙ୍କୁ ସୁପାରିଶ କରିନାହିଁ’, ଲୋକ ସଭା ନିର୍ବାଚନ ଟିକେଟକୁ ନେଇ ଏମିତି କହିଲେ ବ୍ରିଜ ଭୂଷଣ

ନୁଆଦିଲ୍ଲୀ,୨୧।୫: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ବ୍ରିଜ ଭୂଷଣ ଶରଣ ସିଂ କିଛି ଦିନ ହେବ ଚର୍ଚ୍ଚାର କେନ୍ଦ୍ର ପାଲଟି ଯାଇଛନ୍ତି। ଗୋଟିଏ ପଟେ ତାଙ୍କ ଗିରଫ ଦାବି କରି ୨୮ ଦିନ ହେବ ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଛନ୍ତି ମହିଳା ରେସଲର, ଅନ୍ୟପଟେ ବ୍ରିଜ ଭୂଷଣ ଏହି ଅଭିଯୋଗକୁ ଖଣ୍ଡନ କରି ଚାଲିଛନ୍ତି। ନିକଟରେ ଡବ୍ଲୁଏଫଆଇ ଅଧ୍ୟକ୍ଷ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ନେଇ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ।

୨୦୧୪ରେ ଲୋକ ସଭା ନିର୍ବାଚନ ପାଇଁ ଟିକେଟ ପାଇବା ପରେ ସେ କହିଥିଲେ, ୨୦୧୪ ରେ ଆମେ ବାହରାଇଚରେ ଅମିତ ଶାହାଙ୍କୁ କହିଥିଲୁ ଯେ ଆମେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁ ନାହୁଁ। ତା’ପରେ ଅମିତ ଶାହା କହିଥିଲେ ଯେ ଆପଣଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପଡିବ। ତାଙ୍କ ପୁଅ ଟିକେଟ ପାଇବା ବିଷୟରେ କଥାବାର୍ତ୍ତା ବେଳେ ସେ କହିଥିଲେ, ଆମେ ଆମ ପୁଅ ପ୍ରତୀକଙ୍କ ପାଇଁ ଟିକେଟ ସୁପାରିଶ କରିନାହୁଁ, କିନ୍ତୁ ଅମିତ ଶାହା ପ୍ରତୀକଙ୍କୁ ଟିକେଟ ଦେଇଛନ୍ତି। ଅମିତ ଶାହା ନିଜେ ଗୋଣ୍ଡାରୁ ପ୍ରତୀକ ଏବଂ ବଳରାମପୁରରୁ ପଲଟୁରାମଙ୍କୁ ଟିକେଟ ଦେଇଥିଲେ। ଆମେ ତାଙ୍କୁ କେବେ ସୁପାରିଶ କରି ନ ଥିଲୁ ।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri