ଆବଶ୍ୟକ ପଡ଼ିଲେ ଇମ୍ରାନଙ୍କୁ ଆମ୍ବୁଲାନ୍ସରେ ହାଜର କରାଅ: ଲାହୋର କୋର୍ଟ…

ଇସଲାମାବାଦ,୧୬।୨ : ଲାହୋର ହାଇକୋର୍ଟ (ଏଲଏଚସି) ନିର୍ଦ୍ଦେଶ ଦେଇଛନ୍ତି ଯେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ ଆହତ ହୋଇଥିଳେ ବି ତାଙ୍କୁ ଆମ୍ବୁଲାନ୍ସରେ ଆଣନ୍ତୁ, କାରଣ ସେ ଏକ ମାମଲାରେ ପ୍ରତିରକ୍ଷା ଜାମିନ ଚାହୁଁଛନ୍ତି। ଜିଓ ନ୍ୟୁଜ ରିପୋର୍ଟ କରିଛି ଯେ ପାକିସ୍ତାନର ନିର୍ବାଚନ ଆୟୋଗ (ଇସିପି) କାର୍ଯ୍ୟାଳୟ ବାହାରେ ବିରୋଧ ପ୍ରଦର୍ଶନ କରି ଖାନଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ଏକ ମାମଲାରେ ବିଚାରପତି ତାରିକ ସଲିମ ଶେଖ ଏଭଳି ମନ୍ତବ୍ୟ ଦେଇଛନ୍ତି।

ଏହି ରିପୋର୍ଟରେ କୁହାଯାଇଛି ଯେ ଇସଲାମାବାଦରେ ଆତଙ୍କବାଦ ବିରୋଧୀ କୋର୍ଟ (ଏଟିସି) ଏହି ମାମଲାରେ ତାଙ୍କ ଜାମିନ ନାମଞ୍ଜୁର ହେବା ପରେ ପିଟିଆଇ ମୁଖ୍ୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତ ବର୍ଷ ଅକ୍ଟୋବରରେ ତୋସାଖାନା ନିଷ୍ପତ୍ତି ଇସିପି ଘୋଷଣା କରିବା ପରେ ପିଟିଆଇ ନେତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଏନେଇ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରାଯାଇଥିଲା। ୨୦୨୨ ନଭେମ୍ବର ୩ ରେ ଏକ ରାଲିରେ ୱାଜିରାବାଦରେ ହତ୍ୟା ଉଦ୍ୟମରେ ଆହତ ହେବା ପରେ ଖାନ ମେଡିକାଲ ଜାମିନରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri