ଶାନ୍ତି ଓ ସମୃଦ୍ଧି ଆଣେ ମୟୁର ପର

ମୟୁର ପରରେ ଘର ସଜେଇବାକୁ ଅନେକ ପସନ୍ଦ କରନ୍ତି। ତେବେ ଏହା କେବଳ ଦେଖିବାକୁ ସୁନ୍ଦର ନୁହେଁ ବାସ୍ତୁ ଅନୁଯାୟୀ ଏଥିରେ ଘର ସଜାଇଲେ ଘରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ…
ନକାରାମତ୍କ ଶକ୍ତିରୁ ରକ୍ଷା କରେ :
କାର୍ତ୍ତିକେଶ୍ୱରଙ୍କର ବାହନ ହେଉଛି ମୟୂର । ସେଥିପାଇଁ ମୟୂର ପର ଘରେ ରଖିଲେ ଏହା ଭୟ ଦୂର କରିଥାଏ ଏବଂ ନକାରାମତ୍କ ପ୍ରଭାବରୁ ଘରକୁ ରକ୍ଷା କରିଥାଏ ।
ଧନ ବୃଦ୍ଧି କରେ : ବାଣିଜ୍ୟ ବ୍ୟବସାୟରେ ବାରମ୍ବାର କ୍ଷତି ହେଉଥିଲେ, ବାସ୍ତୁ ଅନୁଯାୟୀ ଟଙ୍କା ରହୁଥିବା ବାକ୍ସ ବା ଘରର ଦକ୍ଷିଣ ଦିଗରେ ସାତଟି ମୟୂର ପର ରଖିଲେ ବ୍ୟବସାୟରେ ଉନ୍ନତି ହୋଇଥାଏ ଓ ଧନ ବୃଦ୍ଧି ହୋଇଥାଏ ।
ପାଠପଢ଼ାରେ ଆଗ୍ରହ ବଢ଼େ : ପିଲାଙ୍କ ପଢା ଟେବୁଲ ବା ପିଲାଙ୍କ ରୁମ୍‌ରେ ଗୋଟିଏ ବା ଦୁଇଟି ମୟୂର ପର ରଖନ୍ତୁ ।  ଏହା ଦ୍ୱାରା ପିଲାଙ୍କର ପାଠ ପଢାରେ ଆଗ୍ରହ ବଢିବା ସହ ଅନ୍ୟ କାଯର୍‌ୟ ଯଥା- ନାଚ, ଗୀତ, ଚିତ୍ରକଳାରେ ମଧ୍ୟ ରୁଚି ବଢିଥାଏ ।
ସରୀସୃପଙ୍କଠାରୁ ରକ୍ଷା କରେ: ଝିଟିପିଟି, ଅସରପା, ସାପ ଆଦି ସରୀସୃପ ପ୍ରାଣୀ ଘର ଭିତରେ ରହି ବା ପଶି ଅପରିଷ୍କାର ଓ ଅସ୍ବାସ୍ଥ୍ୟକର ପରିସ୍ଥିତି ସୃଷ୍ଟି କରନ୍ତି । ତେଣୁ ଶୋଇବା ଘରର କବାଟ ପାଖରେ ୨-୩ଟି ମୟୂର ପର ରଖିଲେ ଏହା ସରୀସୃପଙ୍କୁ ଦୂରେଇ ରଖେ ।
ପରିବାର ଶାନ୍ତି ଆସେ : ପରିବାର ମଧ୍ୟରେ ଶାନ୍ତିରେ ରହିବା ପାଇଁ ସାତଟି ମୟୂର ପରକୁ ବାସଗୃହର ପୂର୍ବ କୋଣରେ ଟଙ୍ଗାଇଲେ ପରିବାର ମଧ୍ୟରେ କଳହ ହ୍ରାସ ପାଏ ।
ସମ୍ପର୍କ ଦୃଢ କରେ : ଶୋଇବା ଘରେ ଖଟ ପାଖ କାନ୍ଥରେ ୨ଟି ମୟୂର ପର ଟଙ୍ଗାଇଲେ ସ୍ବାମୀ-ସ୍ତ୍ରୀ ମଧ୍ୟରେ ଥିବା ସମ୍ପର୍କ ଦୃଢ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?