ଦ୍ରୁତ ଗତିରେ ଚାଲିବା ବ୍ୟାୟାମ ଅପେକ୍ଷା ମସ୍ତିଷ୍କ ପାଇଁ ଦେଢ଼ଗୁଣା ଅଧିକ ଲାଭଦାୟକ…

ଓ୍ବାଶିଂଟନ,୨୫।୫ : ନିୟମିତ ବ୍ୟାୟାମ ମାନସିକ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। କିନ୍ତୁ ମଧ୍ୟମ ଶାରୀରିକ କାର୍ଯ୍ୟକଳାପ ଯେପରିକି ଦ୍ରୁତ ଗତିରେ ଚାଲିବା, ସାଇକେଲ ଚଲାଇବା ଆମ ମସ୍ତିଷ୍କ ପାଇଁ ବ୍ୟାୟାମ ତୁଳନାରେ ଦେଢ଼ଗୁଣା ଅଧିକ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ। ଗତ ୩୦ ବର୍ଷ ମଧ୍ୟରେ ପ୍ରକାଶିତ ତଥ୍ୟ ଉପରେ ଆଧାର କରି ନିକଟରେ ହୋଇଥିବା ଏକ ଅଧ୍ୟୟନରେ ଏହା ପ୍ରକାଶ ପାଇଛି ।

ଏହି ଅଧ୍ୟୟନଟି ଅଟଓ୍ବା ବିଶ୍ୱବିଦ୍ୟାଳୟର ସ୍ବାସ୍ଥ୍ୟ ବିଜ୍ଞାନ ବିଭାଗର ଆସୋସିଏଟ ପ୍ରଫେସର ମାଥିଉ ବୋଇସଗୋଣ୍ଟିଅର୍‌ ଏବଂ ସ୍ବିସ ସେଣ୍ଟର ଫର ଇଫେକ୍ଟିଭ ସାଇନ୍ସ ୟୁନିଭରସିଟି ଡେ ଜେନେଭାର ବରିଷ୍ଠ ଗବେଷକ ବୋରିସ ଚେଭାଲଙ୍କ ଅନୁସନ୍ଧାନ ଉପରେ ଆଧାରିତ।

ଏହି ଅଧ୍ୟୟନ ପରେ, ସ୍ବାସ୍ଥ୍ୟ ଏବଂ ସ୍ନାୟୁ ବିଜ୍ଞାନର ଅନୁସନ୍ଧାନକାରୀମାନେ ପ୍ରାୟ ଅଢ଼େଇ ଲକ୍ଷ ଲୋକଙ୍କୁ ଅଧ୍ୟୟନ କରିବା ପରେ ସିଦ୍ଧାନ୍ତରେ ପହଞ୍ଚିଥିଲେ ଉଭୟ ମଧ୍ୟମ ଏବଂ ଶକ୍ତିଶାଳୀ ଶାରୀରିକ କାର୍ଯ୍ୟକଳାପ ଜ୍ଞାନଗତ କାର୍ଯ୍ୟ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ। ଜ୍ଞାନ ହେଉଛି ମଣିଷର ବିଭିନ୍ନ ମାନସିକ କାର୍ଯ୍ୟକଳାପର ସମନ୍ବୟ । ଏହି ପରିପ୍ରେକ୍ଷୀରେ କରାଯାଇଥିବା ପ୍ରଥମ ଅଧ୍ୟୟନ ହେଉଛି ୨୪ ମେଟା-ଆନାଲିସିସ ପରିସଂଖ୍ୟାନ ବିଶ୍ଳେଷଣ୍‌ର ସମୀକ୍ଷା। ଏହି ବିଶ୍ଳେଷଣ ସମାନ ପ୍ରଶ୍ନର ଅନେକ ବୈଜ୍ଞାନିକ ଅଧ୍ୟୟନର ଫଳାଫଳକୁ ଏକତ୍ର କରିଥିଲା।

ଅନୁସନ୍ଧାନକାରୀମାନେ ଏହି ଅଧ୍ୟୟନରେ ୧୧ ହଜାରରୁ ଅଧିକ ସୁସ୍ଥ ବ୍ୟକ୍ତିଙ୍କ ବ୍ୟାୟାମ ତଥ୍ୟ ପରୀକ୍ଷା କରିଥିଲେ। ଏହା ସିଦ୍ଧାନ୍ତରେ ସେମାନେ ଉପନୀତ ହୋଇଥିଲେ ନିୟମିତ ବ୍ୟାୟାମ ଜ୍ଞାନଗତ କାର୍ଯ୍ୟ ଉପରେ ଏକ ସକାରାତ୍ମକ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri