ଚାଇନା ହୁଓ୍ବାଇକୁ ବ୍ୟାନ୍‌ କଲା ବ୍ରିଟେନ

ଲଣ୍ଡନ,୧୪।୭: ଚାଇନାର ପ୍ରମୁଖ କମ୍ପାନୀ ତଥା ୫ଜି ଟେକ୍ନୋଲୋଜି କମ୍ପାନୀ ହୁଓ୍ବାଇକୁ ବ୍ରିଟେନ ବ୍ୟାନ୍‌ କରିଛି। ଆମେରିକା ଚାପରେ ବ୍ରିଟେନ ଏଭଳି କରିଥିବା କୁହାଯାଉଛି। ପର୍ଯ୍ୟାୟ ଭିତ୍ତିରେ ନିଜ ଦେଶରୁ ଏହି ଟେକ୍ନୋଲୋଜି କମ୍ପାନୀର କାରବାରକୁ ଦେଶ ମଧ୍ୟରୁ ବାହାର କରିବାକୁ ମଙ୍ଗଳବାର ଏଭଳି ନିଷ୍ପତ୍ତି ହୋଇଥିବା ଜଣାପଡିଛି। ଟେକ୍ନୋଲୋଜି କମ୍ପାନୀ ବିରୋଧରେ କଟକଣା ଲଗାଇଲେ ଏହାର କଡା ଜବାବ ମିଳିବ ବୋଲି ଚାଇନା କହିଥିଲା। ହେଲେ ଏହାକୁ ଭ୍ରୂକ୍ଷେପ ନ କରି ବ୍ରିଟେନ ହୁଓ୍ବାଇ ଉପରେ ବ୍ୟାନ ପ୍ରସ୍ତାବରେ ମୋହର ଲଗାଇଥିବା ଜଣାପଡିଛି। ଚାଇନା ସହ ବାଣିଜ୍ୟ ଯୁଦ୍ଧ ଉପରେ ଆମେରିକା-ଚାଇନା ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ବ୍ରିଟେନର ଏହି ନିଷ୍ପତ୍ତି ପରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ପ୍ରଶାସନର କୂଟନୈତିକ ବିଜୟ ହୋଇଛି ବୋଲି କୁହାଯାଉଛି। ଏହାଦ୍ୱାରା ବ୍ରିଟେନର ସମ୍ପର୍କ ଏସିଆର ଏହି ଶକ୍ତିଶାଳୀ ଦେଶ ସହିତ ଖରାପ ହୋଇଛି। ସେହିଭଳି ଟେଲିକମ୍‌ ଯନ୍ତ୍ରାଂଶ ପାଇଁ ବ୍ରିଟେନ କମ୍ପାନୀଗୁଡିକୁ ଅଧିକ ଖର୍ଚ୍ଚ କରିବାକୁ ପଡିବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର…

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri