ହିନ୍ଦୁ-ଶିଖ ସମ୍ପ୍ରଦାୟଙ୍କୁ ଅସ୍ଥିି ବିସର୍ଜନ ପାଇଁ ମିଳିଲା ନୂଆ ସ୍ଥାନ

ଲଣ୍ଡନ,୩ ।୮: ବ୍ରିଟେନର ୱେଲସରେ ହିନ୍ଦୁ ଓ ଶିଖ୍ ସମ୍ପ୍ରଦାୟ ସେମାନଙ୍କ ଆତ୍ମୀୟଙ୍କ ଅସ୍ଥି ବିସର୍ଜନ କରିବାକୁ ନୂଆ ସ୍ଥାନ ମିଳିଛି । ବର୍ଷ ବର୍ଷ ଅପେକ୍ଷା ପରେ ଟ୍ୟାଫ ନଦୀ କୂଳରେ ଏବେ ଅସ୍ଥି ବିସର୍ଜନ ପାଇଁ ଅନୁମତି ମିଳିଛି । ଡିସେମ୍ବର ୨୦୧୬ରେ ଗଢିଉଠିଥିବା ଅନ୍ତିମ ସଂସ୍କାର ସମୂହ, ୱେଲସ(ଏଏସ୍‌ଜିଡବ୍ଳୁ) ଏଥିପାଇଁ ଚେଷ୍ଟା ଜାରି ରଖିଥିଲା । ଶେଷରେ ୱେଲସର ରାଜଧାନୀ କାର୍ଡିଫରେ ଗତ ସପ୍ତାହରେ ଏହା ଆରମ୍ଭ ହୋଇଯାଇଛି । ଏଏସ୍‌ଜିଡବ୍ଳୁର ଅଧ୍ୟକ୍ଷ ବିମଳା ପଟେଲ କହିଛନ୍ତି କାର୍ଡିଫ କାଉନସିଲ ଏହି ସ୍ଥାନର ନିର୍ମାଣ ପାଇଁ ଅର୍ଥ ଯୋଗାଇ ଦେଇଛି ଓ ଲୌଡଫ ରୋଇଙ୍ଗକ୍ଲବ ଓ ସାଉଥ୍ ୱେଲସର ହିନ୍ଦୁ ଓ ଶିଖ ସମ୍ପ୍ରଦାୟର ସଦସ୍ୟମାନେ ବି ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି । ବିମଳା ପଟେଲ କହିଛନ୍ତି କିଛି ବର୍ଷର ସଂଘର୍ଷ ପରେ ଏବେ ଅସ୍ଥି ବିସର୍ଜନ ପାଇଁ ସ୍ଥାନ ମିଳିଯାଇଛି । ଅସ୍ଥି ବିସର୍ଜନ ପାଇଁ ଏକ ସ୍ଥାନର ଅଭାବ ଥିବା ୧୯୯୯ ରେ କାର୍ଡିଫ କାଉନସିଲର ପରିଷଦ ଜଶୱନ୍ତ ସିଂ ଉଠାଇଥିଲେ । ପାଖାପାଖି ୨୨ ବର୍ଷ ପରେ ଏବେ ସେହି ସଫଳତା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?