କାହାକୁ ବି ଭୋଟ ଦିଅନ୍ତୁ ହେଲେ ଋଷି ସୁନକଙ୍କୁ ନୁହେଁ: ଜନସନ

ଲଣ୍ଡନ,୧୬ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡର ସବୁଠାରୁ ଆଗରେ ରହିଥିବା ଚର୍ଚ୍ଚା ହେଉଛି । ଇତିମଧ୍ୟରେ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କ ବିରୋଧରେ କହିବା ଆରମ୍ଭ କରିଛନ୍ତି । ଗଣମାଧ୍ୟମର ସୂଚନା ଅନୁଯାୟୀ, ଜନସନ ଶୁକ୍ରବାର ତାଙ୍କ ସହଯୋଗୀଙ୍କୁ କହିଛନ୍ତି କାହାର ବି ସମର୍ଥନ କରନ୍ତୁ ହେଲେ ସୁନକଙ୍କୁ ନୁହେଁ । ଶାସକ କଂଜରଭେଟିଭ ଦଳର ଜନସନ ୭ ଜୁଲାଇରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏବେ ତାଙ୍କ ସ୍ଥାନରେ ନେତା ନିର୍ବାଚନ ପ୍ରକ୍ରିୟା ଜାରି ରହିଛି ।
ସୂଚନାଯୋଗ୍ୟ, ଦୁଇ ରାଉଣ୍ଡ ଭୋଟିଂରେ ସୁନକ ଆଗରେ ରହିଛନ୍ତି । ଗୁରୁବାର ଦ୍ୱିତୀୟ ରାଉଣ୍ଡ ଭୋଟିଂରେ ସେ ସବୁଠାରୁ ଅଧିକ ୧୦୧ ଭୋଟ ପାଇଥିଲେ । ତାଙ୍କ ସହ ଆଉ ୪ ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ପଦ ପାଇଁ ରେସ୍‌ରେ ରହିଛନ୍ତି । ଦ୍ୱିତୀୟ ରାଉଣ୍ଡ ଭୋଟିଂର ଭାରତୀୟ ମୂଳ ବାସିନ୍ଦା ଏଟର୍ନି ଜେନରାଲ ସୁଏଲା ବ୍ରେବମ୍ୟାନ ସବୁଠାରୁ କମ୍ ୨୭ଟି ଭୋଟ ପାଇବା ସହ ପ୍ରଧାନମନ୍ତ୍ରୀ ଦୌଡରୁ ବାହାରି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?