ବ୍ରିଟେନ ମହାରାଣୀଙ୍କୁ ଇସ୍ତଫା ପତ୍ର ଦେବେ ବୋରିସ ଜନସନ, ଲିଜ ଟ୍ରସ୍ ନେବେ ଶପଥ

ଲଣ୍ଡନ,୬ ।୯: ଶାସକ କଂଜରଭେଟିଭ ପାର୍ଟିର ନେତା ପଦର ଦୌଡରେ ମନ୍ତ୍ରୀ ଲିଜ ଟ୍ରସ୍ ବିଜୟୀ ହୋଇଛନ୍ତି । ସେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭରୀତୀୟ ମୂଳ ବାସନ୍ଦା ଋଷି ସୁନକଙ୍କୁ କଡା ମୁକାବିଲାରେ ହରାଇଛନ୍ତି । ଏବେ ଲିଜ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିବେ । ତାଙ୍କ ସାମ୍ନାରେ ଦରଦାମ ବୃଦ୍ଧି, ଉଦ୍ଦ୍ୟୋଗିକ ଅଶାନ୍ତି ଓ ଦେଶରେ ଆର୍ଥିକ ସଙ୍କଟର ଆଶଙ୍କାକୁ ସାମ୍ନା କରିବା ଭଳି ଚ୍ୟାଲେଞ୍ଜ ରହିବ ।
ଲିଜ ଟ୍ରସ ବିଜୟୀ ଘୋଷଣା ହେବାପରେ ଶାସନ ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । କିଛି ସ୍କ୍ୟାଣ୍ଡେଲରେ ଫସି ଜୁଲାଇରେ ପ୍ରଧାନମନ୍ତ୍ରୀ ପଦ ଛାଡିବାକୁ ଘୋଷଣା କରିଥିବା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ମଙ୍ଗଳବାର ସ୍କଟଲ୍ୟାଣ୍ଡ ଯାଇ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ଔପଚାରିକ ଭାବେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିବେ । ଟ୍ରସ୍ ବି ତାଙ୍କ ସହ ରହିବେ । ମହାରାଣୀ ତାଙ୍କୁ ସରକାର ଗଠନ ପାଇଁ ଶପଥ ଦେବେ । ୭ ସେପ୍ଟେମ୍ବରରେ ସେ ହାଉସ ଅଫ୍ କମନ୍ସକୁ ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଯିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri