ୟୁକ୍ରେନକୁ ୬ କୋଟି ଡଲାର ପ୍ରତିରକ୍ଷା ସହାୟତା ଯୋଗାଇଲା ବ୍ରିଟେନ

ଲଣ୍ଡନ,୨୦।୧୧: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟରେ ୟୁକ୍ରେନର ରାଜଧାନୀ କିଭ୍‌ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ପ୍ରଥମ ଗସ୍ତରେ ସେ ୟୁକ୍ରେନକୁ ସେ ୬ କୋଟି ଡଲାର ପ୍ରତିରକ୍ଷା ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ୧୨୬ଟି ଆଣ୍ଟି-ଏୟାରକ୍ରାଫ୍ଟ ବନ୍ଧୁକ ଏବଂ ପ୍ରଯୁକ୍ତିବିଦ୍ୟା ସାମିଲ ରହିଛି। ଏହି ପ୍ୟାକେଜ ୟୁକ୍ରେନକୁ ରୁଷିଆର ଆକ୍ରମଣରୁ ରକ୍ଷା କରିବ। ୟୁକ୍ରେନ ଜିତିବା ପର୍ଯ୍ୟନ୍ତ ବ୍ରିଟେନ କିଭ୍‌ ସହ ଛିଡା ହେବ ବୋଲି ସୁନକ କହିଛନ୍ତି। ସେପଟେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଧ୍ୟ ସୁନକଙ୍କୁ ପ୍ରଶଂସା କରି କହିଛନ୍ତି, ଆପଣଙ୍କ ପରି ବନ୍ଧୁମାନଙ୍କ ସହଯୋଗ ମିଳିଲେ ଆମ ବିଜୟ ନିଶ୍ଚିତ। ଏହି ସମୟରେ ଉଭୟ ନେତା ବିଶ୍ୱ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା କରିଥିଲେ।
କିଭ୍‌ ଗସ୍ତ ସମୟରେ ସୁନକ କହିଛନ୍ତି, ବ୍ରିଟେନ ଆରମ୍ଭରୁ ୟୁକ୍ରେନ ସହ ଛିଡା ହୋଇଥିବାରୁ ମୁଁ ଗର୍ବିତ। ବ୍ରିଟେନ ଏବଂ ଆମର ସହଯୋଗୀମାନେ ସହାୟତାରେ ୟୁକ୍ରେନ ଶେଷ ପର୍ଯ୍ୟନ୍ତ ଯୁଦ୍ଧ କରୁଛି। ୟୁକ୍ରେନର ସଶସ୍ତ୍ର ବାହିନୀ ରୁଷିଆକୁ ସୈନ୍ୟକୁ ଉଚିତ୍‌ ଜବାବ ଦେବାବାରେ ସଫଳ ହୋଇଛନ୍ତି। ସାଧାରଣ ନାଗରିକଙ୍କ ଉପରେ ବୋମା ମାଡ କରାଯାଉଛି, ଯାହାକୁ ଦୃଷ୍ଟିରେ ରଖି ଆଜି ଆମେ ୟୁକ୍ରେନକୁ ନୂତନ ବାୟୁ ପ୍ରତିରକ୍ଷା ଯୋଗାଉଛୁ।
ସୂଚନାଯୋଗ୍ୟ, ୨୪ ଫେବୃଆରୀରେ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ପରଠାରୁ ବ୍ରିଟେନ କିଭ୍‌କୁ ସାମରିକ ଏବଂ ମାନବିକ ସହାୟତା ଯୋଗାଇ ଆସୁଛି। ଏହାସହ ମସ୍କୋ ବିରୋଧରେ ବ୍ରିଟେନ କଟକଣା ଲାଗୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri