ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ୯୬ ମିନିଟ୍‌ ପର୍ଯ୍ୟନ୍ତ ବାଜିବ ଘଣ୍ଟି

ଲଣ୍ଡନ,୧୯ା୯: ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ସୋମବାର ଓ୍ବେଷ୍ଟମିନ୍‌ଷ୍ଟର ଆବେରେ ପୂର୍ଣ୍ଣ ରାଜ୍ୟ ସମ୍ମାନରେ ଅନ୍ତିମ ସଂସ୍କାର ହେବ। ରାଣୀଙ୍କ ଅନ୍ତିମ ସଂସ୍କାର ଲଣ୍ଡନ ସମୟ ୧୧ଟା ଏବଂ ଭାରତୀୟ ସମୟ ଅପରାହ୍ନ ୪ଟାରେ ହେବ। ଏହି ସମୟରେ ରାଣୀଙ୍କ ଦୀର୍ଘ ଜୀବନକୁ ମନେ ପକାଇ ୯୬ ମିନିଟ ପାଇଁ କ୍ରମାଗତ ଘଣ୍ଟି ବଜାଯିବ।

ରାଣୀଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ବିଭିନ୍ନ ଦେଶରୁ ୫୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଛନ୍ତି। ତାଙ୍କର ଶେଷ ବିଦାୟ ରାଜକୀୟ ପରମ୍ପରା ଅନୁଯାୟୀ କରାଯିବ। ବ୍ରିଟେନରେ ରାଜ ପରିବାରକୁ ଅଧିକ ଲୋକପ୍ରିୟ କରିବା ପାଇଁ ରାଣୀଙ୍କ ଅନ୍ତିମ ସଂସ୍କାର ସାରା ଦେଶରେ ପ୍ରଦର୍ଶିତ ହେବ। ଏଥିପାଇଁ ସମଗ୍ର ବ୍ରିଟେନରେ ବଡ଼ ପରଦା ଲଗାଯାଇଛି। ଏହା ବ୍ୟତୀତ ଏହା ସିନେମା ନ୍ୟୁଜ୍‌ ଚାନେଲରେ ସିଧା ପ୍ରସାରଣ ହେବ।

ରାଣୀଙ୍କୁ ୯୬ ବର୍ଷ ବୟସ ହୋଇଥିବାରୁ ରାଣୀଙ୍କ ସ୍ମୃତିରେ ତାଙ୍କର ଶେଷ ବିଦାୟ ସମୟରେ ୯୬ ମିନିଟ୍‌ ପର୍ଯ୍ୟନ୍ତ ଘଣ୍ଟି ବଜାଯିବ। ବ୍ରିଟେନରେ ଏହା କରିବା ଏକ ରାଜକୀୟ ପରମ୍ପରା। ବ୍ରିଟେନର ନୂତନ ରାଜା ଚାଲର୍‌ସ ତୃତୀୟ ରାଣୀ ଏଲିଜାବେଥ୍‌ଙ୍କ ଅନ୍ତିମ ସଂସ୍କାର ପରେ ସାରା ଦେଶରେ ଏକ ସପ୍ତାହ ଶୋକ ଘୋଷଣା କରିବେ। ଓ୍ବେଷ୍ଟମିନ୍‌ଷ୍ଟର ଆବେରେ ରାଣୀଙ୍କୁ ଅନ୍ତିମ ବିଦାୟ ଦିଆଯିବ। ଯେଉଁଠାରେ ରାଜ ପରିବାରର ସଦସ୍ୟମାନେ ମୁକୁଟ ପିନ୍ଧିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?