ରୁଷିଆ ଆକ୍ରମଣ ଭୟରେ ନାଟୋ ଆହ୍ବାନକୁ ଖାରଜ କଲା ବ୍ରିଟେନ୍‌…

ଲଣ୍ଡନ,୧।୩ : ରୁଷିଆର ଆକ୍ରମଣ ଭୟରେ ବ୍ରିଟେନ୍‌ ନାଟୋର ଆହ୍ବାନକୁ ଖାରଜ କରିଛି। ନାଟୋ କଥାରେ ରାଜି ହେଲେ କାଳେ ରୁଷିଆ ଅକ୍ରମଣ କରିବ। ଏହି ଭୟରେ ବ୍ରିଟେନ୍‌ ନାଟୋର କଥାକୁ ଅଣଦେଖା କରିଛି। ବିମାନ ଉଡ଼ାଣ ପ୍ରତିବନ୍ଧକ କ୍ଷେତ୍ର ଘୋଷଣା କରିବାକୁ ନାଟୋ ପକ୍ଷରୁ ବ୍ରିଟେନ୍‌କୁ କୁହାଯାଇଥିଲା।

ତେବେ ବ୍ରିଟେନ୍‌ କହିଛି ଯେ, ଏଭଳି କରିବା ଦ୍ୱାରା ରୁଷିଆ ସୈନ୍ୟଙ୍କ ସହିତ ସିଧାସଳଖ ଯୁଦ୍ଧ ସ୍ଥିତି ଉପୁଜିବାର ଆଶଙ୍କା ରହିଛି।

କାରଣ ଏଭଳି ନୀତି ଗ୍ରହଣ କରିବା ଦ୍ୱାରା ବିମାନ ଉଡ଼ାଣ ପ୍ରତିବନ୍ଧକ କ୍ଷେତ୍ରରେ ପ୍ରବେଶ କରୁଥିବା ରୁଷିଆ ବିମାନକୁ ଗୁଳି କରିବାକୁ ପଡ଼ିବ ବୋଲି ବିଟ୍ରେନ୍‌ ଉପ ପ୍ରଧାନମନ୍ତ୍ରୀ ଡୋମିନିକ୍‌ ରାବ ସ୍କାଏ ନ୍ୟୁଜ୍‌କୁ ଏକ ସାକ୍ଷାତ୍‌କାର ଦେଇ ମଙ୍ଗଳବାର ଏସମ୍ପର୍କରେ କହିଛନ୍ତି।

ଏହା ଦ୍ୱାରା ଯୁଦ୍ଧ ସ୍ଥିତି ଅଧିକ ସଙ୍କଟ ଜନକ ହେବାର ଆଶଙ୍କା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri