ଜାପାନ ଉପରେ ଚାଇନା ଆକ୍ରମଣ କଲେ ସୈନ୍ୟ ପଠାଇବ ବ୍ରିଟେନ: ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ଚୁକ୍ତି…

ଲଣ୍ଡନ/ଟୋକିଓ,୧୨।୧ : ବ୍ରିଟେନ ଏବଂ ଜାପାନର ନେତାମାନେ ଏକ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର କରିଛନ୍ତି। ଚୁକ୍ତି ଅନୁସାରେ ଉଭୟ ଦେଶ ପରସ୍ପରର ସୈନ୍ୟମାନଙ୍କୁ ନିଜ ଦେଶରେ ରଖିବାକୁ ଅନୁମତି ଦେବେ। ତାଇୱାନ ଉପରେ ଚାଇନାର ଆକ୍ରମଣାତ୍ମକ ଆଭିମୁଖ୍ୟକୁ ନେଇ ଚିନ୍ତା ମଧ୍ୟରେ ଦୁଇ ଦେଶ ସାମରିକ ସମ୍ପର୍କକୁ ମଜବୁତ କରୁଛନ୍ତି।

ବ୍ରିଟେନ ସରକାର କହିଛନ୍ତି ଯେ ପ୍ରତିରକ୍ଷା ଚୁକ୍ତି ’ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପ୍ରତି ଆମର ପ୍ରତିବଦ୍ଧତାକୁ ସୁଦୃଢ଼ କରିବ। ବୈଠକରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଏଥିରେ ଦସ୍ତଖତ କରିଛନ୍ତି। ଏହି ଚୁକ୍ତି ଅନେକ ବର୍ଷ ଧରି ଚାଲିଆସୁଥିଲା ଏବଂ କିଶିଦା ମେ ମାସରେ ଲଣ୍ଡନ ଗସ୍ତରେ ଆସିଥିବା ବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ କଥା ହୋଇଥିଲେ।

ୟୁରୋପୀୟ ୟୁନିଅନ ସହିତ ଜାପାନର ଏହା ହେଉଛି ପ୍ରଥମ ଚୁକ୍ତି ଯାହା ଉଭୟ ଦେଶକୁ ମିଳିତ ସାମରିକ ଅଭ୍ୟାସ କରିବାକୁ ଅନୁମତି ଦେବ। ବ୍ରିଟେନ ସରକାର କହିଛନ୍ତି ଯେ ଏହି ଚୁକ୍ତି ଉଭୟ ଜି-୭ ଦେଶର ସଶସ୍ତ୍ର ବାହିନୀକୁ ବଡ଼ ଏବଂ ଜଟିଳ ସାମରିକ ଅଭ୍ୟାସ ତଥା ନିୟୋଜନ ଯୋଜନାରେ କାର୍ଯ୍ୟ କରିବାକୁ ଅନୁମତି ଦେବ।

ଦକ୍ଷିଣ ଚାଇନା ସାଗର ଏବଂ ଏହାର ଆଖପାଖ ସମୁଦ୍ରିକ ଅଞ୍ଚଳରେ ଚାଇନା ସୀମା ନିୟମର ଉଲ୍ଲଂଘନ କରୁଛି। ପୂର୍ବ ଚାଇନା ସାଗରରେ ଥିବା ଦ୍ୱୀପପୁଞ୍ଜକୁ ନେଇ ଜାପାନ ସହିତ ଚାଇନାର ପୁରୁଣା ବିବାଦ ରହିଛି। ଏହି କାରଣରୁ ଉଭୟ ଦେଶର ନୌସେନା ମଧ୍ୟ ଅନେକ ଥର ମୁହାଁମୁହିଁ ହୋଇଛନ୍ତି। ସମ୍ପ୍ରତି ଏହି ଦ୍ୱୀପପୁଞ୍ଜ ଜାପାନର ଅଧୀନରେ ଅଛି, କିନ୍ତୁ ଚାଇନା ଏହାକୁ ନିଜର ବୋଲି ଦାବି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?