ବ୍ରିଟେନରେ ବଢୁଛି ତାପମାତ୍ରା, ଅତ୍ୟଧିକ ଗରମ ଚେତାବନୀ

ଲଣ୍ଡନ,୧୨ା୭: ଇଂଲଣ୍ଡ ଏବଂ ଓ୍ବେଲ୍ସରେ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ହେବ ବୋଲି ବ୍ରିଟେନ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ଡେପୁଟି ମୁଖ୍ୟ ପାଣିପାଗ ବିଶେଷଜ୍ଞ ରେବିକା ଶେର୍‌ଓ୍ବିନ୍‌ କହିଛନ୍ତି, ଆସନ୍ତା ସପ୍ତାହରେ ବ୍ରିଟେନର ପାଗ ସମାନ ରହିବ। ସୂଚନା ଅନୁଯାୟୀ, ଦକ୍ଷିଣ, କେନ୍ଦ୍ରୀୟ ଇଂଲଣ୍ଡ ଏବଂ ୱେଲ୍ସରେ ଏହା ଅଧିକ ଆକଳନ କରାଯାଉଛି। ସ୍ପେନ ଏବଂ ପର୍ତ୍ତୁଗାଲରେ ପାର୍ଶ୍ୱ ୪୦ ଡିଗ୍ରୀ ସେଲସିୟସ୍‌ ଅତିକ୍ରମ କରିପାରେ।

ଦକ୍ଷିଣ-ପୂର୍ବ ଇଂଲଣ୍ଡର ତାପମାତ୍ରା ୩୫ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ହେବାର ସମ୍ଭାବନା ରହିଛି। ଯଦିଓ ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁଇଂଲଣ୍ଡ ଏବଂ ୱେଲ୍ସର ତାପମାତ୍ରା ୩୨ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri