Posted inଜାତୀୟ

ରାଜ୍ୟ ସଭାରେ ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି

ନୂଆଦିଲ୍ଲୀ,୧୫।୩: ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି ରାଜ୍ୟ ସଭାରେ ପରିଲକ୍ଷିତ ହୋଇଛି। ପୂର୍ବରୁ ଭାରତରେ ଜାରି ରହିଥିବା କୃଷକ ଆନ୍ଦୋଳନ ନେଇ ବ୍ରିଟେନ ସଂସଦରେ ତର୍କବିତର୍କ ହୋଇଥିଲା। ଏନେଇ ଭାରତ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଏହି ପ୍ରସଙ୍ଗରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଡ.ଏସ୍‌. ଜୟଶଙ୍କର ସୋମବାର ରାଜ୍ୟ ସଭାରେ କହିଛନ୍ତି ଯେ, ବ୍ରିଟେନରେ ବର୍ଣ୍ଣବୈଷମ୍ୟ ବୃଦ୍ଧି ପାଉଛି। ଏହା ବେଶ୍‌ ଚିନ୍ତା ଜନକ ଆବଶ୍ୟକ ପଡ଼ିଲେ ଉପଯୁକ୍ତ ସ୍ଥାନରେ ଏହାର ଉପସ୍ଥାପନ କରାଯିବ ବୋଲି ସେ କହିଛନ୍ତି। ଭାରତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରଦର୍ଶିତ ପଥକୁ ଅନୁସରଣ କରିଥାଏ। ଏପରିସ୍ଥଳେ ବ୍ରିଟେନ୍‌ରେ ବୃଦ୍ଧି ପାଉଥିବା କାର୍ଯ୍ୟ କଳାପକୁ ସହ୍ୟ କରାଯିବ ନାହିଁ। ଭାରତ ଏଭଳି ପ୍ରସଙ୍ଗରେ ଚୁପ୍‌ ରହିବ ନାହିଁ। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଛାତ୍ରସଂଘର ସଭାପତି ନିର୍ବାଚିତ ହୋଇଥିବା ରଶ୍ମୀ ସାମନ୍ତ ବର୍ଣ୍ଣବୈଷମ ବିବାଦ ଯୋଗୁ ନିଜ ପଦରୁ ଇସ୍ତଫା ମଧ୍ୟ ପ୍ରଦାନ କରି ସାରିଛନ୍ତି। ବିଟ୍ରେନ ସହିତ ଭାରତର ସମ୍ପର୍କ ବନ୍ଧୁତ୍ୱପୂର୍ଣ୍ଣ ରହିଛି। ମାତ୍ର ଆବଶ୍ୟକ ସ୍ଥଳେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri