Posted inଖେଳ

ଇଂଲଣ୍ଡରୁ ଆସିଥିବା ଅତିଥି ରାହୁଲ ଦ୍ରାବିଡଙ୍କୁ ଦେଲେ ଖାସ୍‌ ଉପହାର, ଜିତିଲେ କୋଚ୍‌ଙ୍କ ହୃଦୟ

ନୂଆଦିଲ୍ଲୀ,୭।୩: ଭାରତ ବନାମ ଇଂଲଣ୍ଡ ଟେଷ୍ଟ ସିରିଜର ପଞ୍ଚମ ମ୍ୟାଚ ଧର୍ମଶାଳାରେ ଖେଳାଯାଉଛି। ଏହି ସିରିଜ ସମୟରେ ବ୍ରିଟିଶ ଚିତ୍ରକାର ଆଣ୍ଡି ବ୍ରାଉନ ଚର୍ଚ୍ଚାରେ ଅଛନ୍ତି। କାରଣ ନିକଟରେ ତାଙ୍କୁ ପଡ଼ିଆରେ ଖେଳୁଥିବା ଖେଳାଳିଙ୍କ ସୁନ୍ଦର ଫଟୋ ତିଆରି କରୁଥିବା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ସେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଭାରତୀୟ କ୍ରିକେଟ ଦଳର ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ ସହ ଠିଆ ହୋଇଥିବା ନଜର ଆସିଛନ୍ତି।

ବ୍ରିଟିଶ ଚିତ୍ରକାର ଆଣ୍ଡି ବ୍ରାଉନ ରାହୁଲ ଦ୍ରାବିଡଙ୍କ ସହ ଏକ୍ସରେ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ରାହୁଲଙ୍କ ହାତରେ ଏକ ଚିତ୍ର ଅଛି ଯାହା ଆଣ୍ଡି ବ୍ରାଉନ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଆକର୍ଷଣୀୟ ଚିତ୍ରରେ ରାହୁଲ ଦ୍ରାବିଡ କମଳା ରଙ୍ଗର ହୁଡିରେ ନଜର ଆସିଛନ୍ତି। ଏହି ଫଟୋ ଶେୟାର କରି ଚିତ୍ରକାର ଆଣ୍ଡି ବ୍ରାଉନ ଲେଖିଛନ୍ତି, “ଗତକାଲି ମୁଁ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ ସହ ଥିଲି। ସେ ମୋର କାର୍ଯ୍ୟକୁ ବହୁତ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ ତାଙ୍କ ଦଳ ମୋର ଏଠାରେ ରହିବାକୁ ପସନ୍ଦ କରନ୍ତି। ଖେଳାଳିଙ୍କ ଠାରୁ ଆରମ୍ଭ କରି କୋଚ, କର୍ମଚାରୀମାନେ ମଧ୍ୟ ବହୁତ ଆଦର ସମ୍ମାନ ଦେଇଛନ୍ତି। ସମସ୍ତଙ୍କୁ ଧନ୍ୟବାଦ। “


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri