ବ୍ରିଟିଶ ପାକିସ୍ତାନୀ କଟ୍ଟରପନ୍ଥୀ ପ୍ରଚାରକ ଅଞ୍ଜମଙ୍କ ଆତଙ୍କବାଦୀଙ୍କ ସହ ଲିଙ୍କ ଥିବା ଅଭିଯୋଗ

ଲଣ୍ଡନ,୨୫।୭: କଟ୍ଟରପନ୍ଥୀ ଇସଲାମ ପ୍ରଚାରକ ଅଞ୍ଜମ ଚୌଧୁରୀଙ୍କୁ ଆତଙ୍କବାଦ ସମ୍ବନ୍ଧୀୟ ଅପରାଧ ଅଭିଯୋଗରେ ଗିରଫ କରାଯାଇଛି। ତାଙ୍କୁ ଲଣ୍ଡନ କୋର୍ଟରେ ହାଜର କରାଯିବ। ଚୌଧୁରୀଙ୍କ ପାଖରେ ବ୍ରିଟେନ ଏବଂ ପାକିସ୍ଥାନର ନାଗରିକତ୍ୱ ଅଛିି।
ମହାନଗର ନିଗମ ପୋଲିସ ତାଙ୍କୁ ଏକ ନିଷିଦ୍ଧ ସଂଗଠନକୁ ସମର୍ଥନ କରି ବୈଠକକୁ ସମ୍ବୋଧିତ କରିବାର ଅଭିଯୋଗରେ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri