ଅନାସ୍ଥାପ୍ରସ୍ତାବରେ ଜିତିଲେ ପ୍ରଧାନମନ୍ତ୍ରୀ

ଲଣ୍ଡନ,୭।୬: ପାର୍ଟିଗେଟ ଦୁର୍ନୀତି ଫସିଯାଇଥିବା ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ହାଉସ ଅଫ କମନ୍ସ ବିଶ୍ୱାସ ମତର ପ୍ରମାଣ ଦେଇଛନ୍ତି। ବୋରିସ ଜନସନ ୨୧୧ ଭୋଟ ପାଇ ଅନାସ୍ଥାପ୍ରସ୍ତାବରେ ବିଜୟୀ ହୋଇଛନ୍ତି। ଜନସନଙ୍କ ବିରୋଧରେ ୧୪୮ ଭୋଟ ଦିଆଯାଇଥିଲା। ଫଳରେ ଜନସନ ପ୍ରଧାନମନ୍ତ୍ରୀ ପଦ ଜାରି ରଖିବେ।
ବିଶେଷ କଥା ହେଉଛି ଶାସକ କନଷ୍ଟେବଳ ପାର୍ଟି ନିଜେ ଜନସନଙ୍କ ବିରୋଧରେ ଏହି ସଂକଳ୍ପ ଆଣିଛି। ଯଦି ସେ ଏହି ପ୍ରସ୍ତାବରେ ହାରିଥାନ୍ତେ ତେବେ ତାଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପଡିବ। ତଥାପି, ଏହାର ସମ୍ଭାବନା କମ ଥିଲା।
ପାର୍ଟିଗେଟ ମାମଲା କରୋନା ମହାମାରୀର ପ୍ରାରମ୍ଭରେ ୨୦୨୦ ଜୁନ ୨୦ରେ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ୧୦ ଡାଉନିଂ ଷ୍ଟ୍ରିଟରେ ଏକ ଜନ୍ମଦିନ ପାର୍ଟି ସହିତ ଜଡିତ। କରୋନା ନିୟମ ଉଲ୍ଲଂଘନ କରି କ୍ୟାବିନେଟ କକ୍ଷରେ ଏହି ପାର୍ଟିର ଆୟୋଜନ କରାଯାଇଥିଲା। ଏଥିପାଇଁ ଜନସନ ଏବଂ ତାଙ୍କ ସ୍ତ୍ରୀ କ୍ୟାରୀ ଦାୟୀ ବୋଲି ଅଭିଯୋଗ ହୋଇଥିଲା। ବ୍ରିଟିଶ ନେତାମାନେ ଏହାକୁ ‘ପାର୍ଟିଗେଟ ସ୍କାଣ୍ଡାଲ’ ବୋଲି କହିଥିଲେ। ଏହି ମାମଲାରେ ଜନସନଙ୍କ ସମେତ ୮୩ଜଣଙ୍କୁ ଜରିମାନା କରାଯାଇଛି। ପାର୍ଟିଗେଟ ସ୍କାଣ୍ଡାଲ ଆରମ୍ଭ ହେବା ପରେ ଜନସନ ଇସ୍ତଫା ଦେବା ପାଇଁ ଚାପ ବଢୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri